Masthead

ପଞ୍ଜାବ ଆମ ଆଦମୀ ପାର୍ଟିକୁ ବଡ଼ ଝଟ୍‌କା, ବିଜେପିରେ ମିଶିଲେ ଆପ ସାଂସଦ ଓ ବିଧାୟକ

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ପଞ୍ଜାବର ଆମ ଆଦମୀ ପାର୍ଟିକୁ ବଡ଼ ଝଟ୍‌କା । କେଜ୍ରିୱାଲଙ୍କ ଗିରଫ ହେବାର କିଛିଦିନ ପରେ ଆପ ଦଳର ଏକମାତ୍ର ଏମ୍‌ପି ସୁଶୀଲ କୁମାର ରିଙ୍କୁ ଓ ପଞ୍ଜାବ ଏମଏଲଏ ବିଜେପିରେ ଯୋଗ ଦେଇଛନ୍ତି। ରିଙ୍କୁ ପଦ୍ମ ଧରିବାରୁ ଆପ୍‌ ଏବେ ଲୋକସଭାରେ ସାଂସଦ ଶୂନ୍ୟ ହୋଇ ଯାଇଛି। ସାଂସଦ ରିଙ୍କୁଙ୍କ ସହ ଜଲନ୍ଧର ୱେଷ୍ଟର ବିଧାୟକ ଶୀତଲ ଅନଗୁରାଲ ମଧ୍ୟ ବିଜେପିର ଦିଲ୍ଲୀ ମୁଖ୍ୟାଳୟରେ ଅନୁଷ୍ଠିତ ମିଶ୍ରଣ ପର୍ବରେ ସାମିଲ ହୋଇ ପଦ୍ମ ଧରିଛନ୍ତି।

ବିଜେପିରେ ଯୋଗଦେବା ପରେ ସୁଶୀଲ କୁମାର ରିଙ୍କୁ କହିଛନ୍ତି, ଏହା ସତ୍ୟ ଯେ ମୁଁ ଜଲନ୍ଧରବାସୀଙ୍କୁ ଦେଇଥିବା ପ୍ରତିଶ୍ରୁତି ପୂରଣ ହୋଇ ନାହିଁ କାରଣ ମୋ ଦଳ ମୋତେ ସମର୍ଥନ କରୁନାହିଁ। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ ଶାହାଙ୍କ କାର୍ୟ୍ୟ ଶୈଳୀ ମୋତେ ପ୍ରଭାବିତ କରିଛି।ବିଜେପି ଯୋଗଦେବା ପରେ ରିଙ୍କୁ ବର୍ତ୍ତମାନ ଲୋକସଭା ର୍ନିବାଚନରେ ବିଜେପି ଟିକେଟରେ ପ୍ରତିଦ୍ୱନ୍ଦ୍ୱିତା କରିବାର ସମ୍ଭାବନା ରହିଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା