Masthead

ସଡ଼କ ଦୁର୍ଘଟଣାରେ ବୃଦ୍ଧାଙ୍କ ମୃତ୍ୟୁ, କ୍ଷତିପୂରଣ ଦାବିରେ ମୃତଦେହ ରଖି ରାସ୍ତା ଅବରୋଧ

ରାଇଘର(ବଡ଼ ଖବର ବ୍ୟୁରୋ): ନବରଙ୍ଗପୁର ସାନଭରଣ୍ଡିରେ ସଡ଼କ ଦୁର୍ଘଟଣାରେ ବୃଦ୍ଧାଙ୍କ ମୃତ୍ୟୁ । କ୍ଷତିପୂରଣ ଦାବିରେ ଉତ୍ତ୍ୟକ୍ତ ଲୋକଙ୍କ ରାସ୍ତା ରୋକ । ଫଳରେ ନବରଂଗପୁରରୁ ଉମରକୋଟ ଯୋଗାଯୋଗ ବିଚ୍ଛିନ୍ନ। ସୁଚନା ଅନୁଯାୟୀ ନବରଙ୍ଗପୁର ଜିଲ୍ଲା ଉମରକୋଟ ଥାନା ସାନଭରଣ୍ଡି ଗ୍ରାମ ୩୯ ନମ୍ୱର୍ ରାଜ୍ୟ ରାଜପଥରେ ଛତୁ ବୋଝେଇ ପିକ ଅପ୍ ଗାଡ଼ି ରାୟପୁର ଠାରୁ ନବରଂଗପୁର ଛତୁ ନେଇ ଯାଉଥିବା ସମୟରେ ସାନଭରଣ୍ଡି ଗ୍ରାମରେ ଗୌରୀ ମାଝୀ ନାମକ ମହିଳା ରାସ୍ତା ପାର କରୁଥିବା ସମୟରେ ଭ୍ୟାନ ଟି ଧକ୍କା ଦେଇଥିଲା ।

ଫଳରେ ଘଟଣା ସ୍ଥଳରେ ତାଙ୍କର ମୃତ୍ୟୁ ହୋଇଥିଲା । ଯାହାକୁ ନେଇ ଗ୍ରାମବାସୀ ଓ ପରିବାର ଲୋକ କ୍ଷତିପୂରଣ ଦାବିରେ ମୃତଦେହ ରଖି ୩୯ ନମ୍ୱର୍ ରାଜ୍ୟ ରାଜପଥ ଅବରୋଧ କରିଥିଲେ । ଉମରକୋଟ ପୋଲିସ୍ ଘଟଣା ସ୍ଥଳରେ ପହଞ୍ଚି ଗାଡ଼ି ଚାଳକ ଓ ହେଲେପରଙ୍କୁ ଗିରଫ କରିଥିବାବେଳେ ଘଟଣା ସ୍ଥଳରେ ଉତ୍ତେଜନା ଲାଗି ରହିଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ହର୍ମୁଜ ପ୍ରଣାଳୀ ଉର୍ଜା ଏଵଂ ଭାରତୀୟଙ୍କ ମୃତ୍ୟୁକୁ ନେଇ ଉଦବେଗ ପ୍ରକାଶ 🔴 ଏମ୍ସ ଡାକ୍ତରୀ ଛାତ୍ରୀଙ୍କ ଆତ୍ମହତ୍ୟା 🔴 ଶ୍ରୀମନ୍ଦିରରୁ ବନସ୍ପତି ଘିଅ ଜବତ 🔴 ନିଟ୍‌ ୟୁଜି ପୁନଃ ପରୀକ୍ଷା, ଟେଲିଗ୍ରାମ୍‌ ବନ୍ଦ 🔴 ବାୟୁସେନାର ଶକ୍ତିଶାଳୀ ବିମାନ ଦୁର୍ଘଟଣାଗ୍ରସ୍ତ 🔴 କେନ୍ଦୁଝରରେ ପୋଲିସର ଏନକାଉଣ୍ଟର 🔴 କୁମକୁମ ଭାଗ୍ୟ”ରେ ନିଜ ଚରିତ୍ର ପାଇଁ ଜଣାଶୁଣା ଟିଭି ଅଭିନେତ୍ରୀ ସଞ୍ଚିତା ଉଗାଲେଙ୍କ ମୃତ୍ୟୁ 🔴 ଗଣଶିକ୍ଷା ମନ୍ତ୍ରୀଙ୍କ ବଡ ସୂଚନା,୧୮ରେ ଖୋଲିବ ସ୍କୁଲ 🔴 ଖସିଲା ତେଲ ବଢିଲା ସୁନା ଦର 🔴 ଆମେରିକା-ଇରାନ୍ ଚୁକ୍ତିର ୧୪ ବଡ଼ ସର୍ତ୍ତ 🔴 ହର୍ମୁଜ ପ୍ରଣାଳୀ ଉର୍ଜା ଏଵଂ ଭାରତୀୟଙ୍କ ମୃତ୍ୟୁକୁ ନେଇ ଉଦବେଗ ପ୍ରକାଶ 🔴 ଏମ୍ସ ଡାକ୍ତରୀ ଛାତ୍ରୀଙ୍କ ଆତ୍ମହତ୍ୟା 🔴 ଶ୍ରୀମନ୍ଦିରରୁ ବନସ୍ପତି ଘିଅ ଜବତ 🔴 ନିଟ୍‌ ୟୁଜି ପୁନଃ ପରୀକ୍ଷା, ଟେଲିଗ୍ରାମ୍‌ ବନ୍ଦ 🔴 ବାୟୁସେନାର ଶକ୍ତିଶାଳୀ ବିମାନ ଦୁର୍ଘଟଣାଗ୍ରସ୍ତ 🔴 କେନ୍ଦୁଝରରେ ପୋଲିସର ଏନକାଉଣ୍ଟର 🔴 କୁମକୁମ ଭାଗ୍ୟ”ରେ ନିଜ ଚରିତ୍ର ପାଇଁ ଜଣାଶୁଣା ଟିଭି ଅଭିନେତ୍ରୀ ସଞ୍ଚିତା ଉଗାଲେଙ୍କ ମୃତ୍ୟୁ 🔴 ଗଣଶିକ୍ଷା ମନ୍ତ୍ରୀଙ୍କ ବଡ ସୂଚନା,୧୮ରେ ଖୋଲିବ ସ୍କୁଲ 🔴 ଖସିଲା ତେଲ ବଢିଲା ସୁନା ଦର 🔴 ଆମେରିକା-ଇରାନ୍ ଚୁକ୍ତିର ୧୪ ବଡ଼ ସର୍ତ୍ତ