ଟିକେଟ ଘୋଷଣା ପରେ ବିଜେଡିରେ କମ୍ପନ, ଦଳ ଛାଡିଲେ ବରିଷ୍ଠ ନେତୃତ୍ବ

ରାୟଗଡ଼ା(ବଡ଼ ଖବର ବ୍ୟୁରୋ): ଟିକେଟ ଘୋଷଣା ପରେ ବିଜେଡି ଦଳରେ ଭୂକମ୍ପ। ରାୟଗଡ଼ା ବିଜୁ ଜନତା ଦଳର ବରିଷ୍ଠ ନେତୃତ୍ବ ଛାଡୁଛନ୍ତି ଦଳ। ବିଜେଡିର ଉପ ସଭାନେତ୍ରୀ ସୁଜାତା ପାଳ, ରାଜ୍ୟ ସମ୍ପାଦକ ଅମିୟ ସ୍ବାଇଁ, ବିଜୁ ଯୁବ ଜନତା ଦଳ ଜିଲ୍ଲା ସଭାପତି ଅବିନାଶ ବିଷୋୟୀ, ଜିଲ୍ଲା ଉପସଭାପତି ବିନାୟକ କର ଭଳି ବହୁ ବରିଷ୍ଠ ନେତୃତ୍ବ ନିଜର ଇସ୍ତଫା ଦେଇଥିବା ଜଣାପଡିଛି। ପ୍ରାଥମିକ ସଦସ୍ୟ ପଦରୁ ଇସ୍ତଫା ପତ୍ର । ଦଳର ରାଜ୍ୟ ସଭାପତିଙ୍କ ସହ ଉପସଭାପତି ଏନ୍ ଭାସ୍କର ରାଓ ଏବଂ ଅବଜରଭର ଅତନୁ ସବ୍ୟସାଚୀ ନାୟକଙ୍କୁ ପାଖକୁ ପଠାଇଲେ ଇସ୍ତଫା ପତ୍ର ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’