Masthead

ପାନୀୟ ଜଳ ଯୋଗାଣ ବନ୍ଦ ପ୍ରତିବାଦରେ ସରପଞ୍ଚ ଓ ପିଇଓଙ୍କୁ ତାଲା ମାରିଲେ ଗ୍ରାମବାସୀ

କଣ୍ଟାବାଞ୍ଜି(ବଡ଼ ଖବର ବ୍ୟୁରୋ): ମୁରିବାହାଲ ବ୍ଲକ ଗୋଇମୁଣ୍ଡ ପଞ୍ଚାୟତରେ ପାନୀୟ ଜଳ ଯୋଗାଣ ବନ୍ଦ ହୋଇଥିବା ପ୍ରତିବାଦରେ ପଂଚାୟତ ସରପଞ୍ଚ ଓ ପିଇଓଙ୍କୁ ତାଲା ମାରିଲେ ଗ୍ରାମବାସୀ।ପାନୀୟ ଜଳ ଯୋଗାଣ ପାଇଁ ବାରମ୍ବାର ଦାବି ସତ୍ତ୍ୱେ ପଞ୍ଚାୟତ ପ୍ରଶାସନନ ଶୁଣିବାରୁ ଗୋଇମୁଣ୍ଡ ପଞ୍ଚାୟତ କାର୍ଯ୍ୟାଳୟରେ ସରପଞ୍ଚ ଓ ପିଇଓଙ୍କୁ ତାଲା ମାରିଲେ ଗ୍ରାମବାସୀ। ଏକ ମାସରୁ ଅଧିକ ହେବ ଜଳ ଯୋଗାଣ ବନ୍ଦ ରହିଛି ।

ଖରା ଦିନ ଯୋଗୁଁ ପାଣି ସମସ୍ୟା ଉତ୍କଟ ଦେଖାଦେଇଥିବା ବେଳେ ବାରମ୍ବାର ପ୍ରଶାସନ ପାଖରେ ଗୁହାରି ପରେ ମଧ୍ୟ କେହି ନ ଶୁଣିବାରୁ ପଞ୍ଚାୟତରେ ତାଲା ମାରିଥିଲେ ଗ୍ରାମବାସୀ । ଘଟଣାସ୍ଥଳରେ ମୁରିବାହାଲ ପୋଲିସ ପହଁଚିଥି ପ୍ରଶାସନ ସହିତ ଆଲୋଚନା ପରେ ଆସନ୍ତାକାଲି ଜଳ ଯୋଗାଣର ପ୍ରତିଶ୍ରୁତି ଦେବା ପରେ ତାଲା ଖୋଲାଯାଇଥିଲା ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ