Masthead

ବିଜେପି ଛାଡ଼ିଲେ ସାଲେପୁରର ପୂର୍ବତନ ବିଧାୟକ ପ୍ରକାଶ ବେହେରା

ସାଲେପୁର(ବଡ଼ ଖବର ବ୍ୟୁରୋ): ବିଜେପି ଛାଡ଼ିଲେ ପ୍ରକାଶ ବେହେରା । ସାଲେପୁର ପୂର୍ବତନ ବିଧାୟକ ପ୍ରକାଶ ବେହେରା । ଦଳର ପ୍ରାଥମିକ ସଦସ୍ୟ ପଦରୁ ପ୍ରକାଶଙ୍କ ଇସ୍ତଫା । ରାଜ୍ୟ ବିଜେପି ସଭାପତିଙ୍କୁ ପଠାଇଲେ ଇସ୍ତଫାପତ୍ର । କଟକ ଜିଲ୍ଲା ବିଜେପି ସଭାପତି ଥିଲେ ପ୍ରକାଶ ବେହେରା । ୨୦୧୪ରେ ସେ ସାଲେପୁରରୁ କଂଗ୍ରେସ ବିଧାୟକ ହୋଇଥିଲେ । ଏହା ପରେ ୨୦୧୯ ମସିହାରେ ସେ କଂଗ୍ରେସ ଛାଡି ବିଜେପିରେ ଯୋଗଦେଇଥିଲେ ।

ଦଳ ସାଲେପୁର ପାଇଁ ପ୍ରକାଶ ବେହେରାଙ୍କୁ ଟିକେଟ୍ ଦେଇଥିଲା । ହେଲେ ସେ ସାଲେପୁର ଆସନରୁ ପରାସ୍ତ ହୋଇଥିଲେ । ସେ ତାଙ୍କ ଇସ୍ତଫାପତ୍ରରେ ଲେଖିଛନ୍ତି- ମୁଁ ସଦାବେଳେ ମୋ ପଦକୁ ନ୍ୟାୟ ଦେବାକୁ ପ୍ରାୟସ କରିଛି। ତା’ ସହିତ ଦଳ ଯେପରି ମାଇଲଖୁଣ୍ଟ ହାସଲ କରିପାରିବ ସେ ନେଇ ଚେଷ୍ଟା କରିଛି। କିନ୍ତୁ ଏହି କାର୍ଯ୍ୟକୁ ମୁଁ ସନ୍ତୋଷଜନକ ଭାବେ ତୁଲାଇ ପାରି ନାହିଁ। ବିଜେପିରୁ ଇସ୍ତଫା ଦେଇଥିବା ପ୍ରକାଶ ଚନ୍ଦ୍ର ବେହେରା ବିଜେଡିରେ ଯୋଗ ଦେଇ ପାରନ୍ତି ବୋଲି ଚର୍ଚ୍ଚା ହେଉଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି 🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି