Masthead

କୁଖ୍ୟାତ ଗ୍ୟାଙ୍ଗଷ୍ଟର ମୁଖତାର ଅନସାରୀଙ୍କ ମୃତ୍ୟୁ, ସାରା ରାଜ୍ୟରେ ୧୪୪ ଧାରା ଜାରି

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ଆଖି ବୁଜିଲା କୁଖ୍ୟାତ ଗ୍ୟାଙ୍ଗଷ୍ଟର ମୁଖତାର ଅନସାରୀ । ଗ୍ୟାଙ୍ଗଷ୍ଟରରୁ ରାଜନେତା ବନିଥିବା ଉତ୍ତର ପ୍ରଦେଶର ମୁକ୍ତାର ଅନସାରୀଙ୍କ ମୃତ୍ୟୁ ଘଟିଛି। ଏକାଧିକ ଅପରାଧିକ ମାମଲାରେ ଦୋଷୀ ସାବ୍ୟସ୍ତ ହୋଇ ଉତ୍ତର ପ୍ରଦେଶର ବାନ୍ଦା ଜେଲରେ ଥିବା ମାଫିଆ ମୁଖତାର ଅନସାରୀ ହଠାତ ଅସୁସ୍ଥ ହୋଇପଡିଥିଲା । ସେ ହୃଦଘାତର ଶିକାର ହୋଇଥିବା ଜଣାପଡିବା ପରେ ତାକୁ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା ।

ହେଲେ ବାନ୍ଦା ହସ୍ପିଟାଲରେ ତାର ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁ ହୋଇଥିବା ଜଣାପଡିଛି । କଡା ସୁରକ୍ଷା ମଧ୍ୟରେ ବୃନ୍ଦା ଜିଲ୍ଲା ସ୍ଥିତ ରାନୀ ଦୁର୍ଗାବତୀ ମେଡିକାଲ କଲେଜରେ ଭର୍ତ୍ତି କରାଯାଇଥିଲା । ପୋଲିସ ଉପସ୍ଥିତିରେ ତାକୁ ଡାକ୍ତରୀ ଟିମ ଚିକିତ୍ସା କରିଥିଲେ । ହେଲେ ସେ ପ୍ରାଣ ହରାଇଥିବା ହସ୍ପିଟାଲ କର୍ତ୍ତୃପକ୍ଷ ସ୍ପଷ୍ଟ କରିଛନ୍ତି । ମୁଖତାର ଆନସାରୀଙ୍କ ମୃତ୍ୟୁକୁ ନେଇ ଉତରପ୍ରଦେଶରରେ ଉତ୍ତେଜନା । ପରିସ୍ଥିତିକୁ ଦୃଷ୍ଟିରେ ରଖି ସାରା ରାଜ୍ୟରେ ୧୪୪ ଧାରା ଜାରି ହୋଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍