Masthead

ଦକ୍ଷିଣ ଓଡ଼ିଶାର ପ୍ରସିଦ୍ଧ ଠାକୁରାଣୀ ଶ୍ରୀ ଶ୍ରୀ ଅଗ୍ନିଗଙ୍ଗା ମା’ଙ୍କ ଖୋଲିଲା ହୁଣ୍ଡି

ଲକ୍ଷ୍ମୀପୁର(ବଡ଼ ଖବର ବ୍ୟୁରୋ): ଦକ୍ଷିଣ ଓଡ଼ିଶାର ପ୍ରସିଦ୍ଧ ଶ୍ରୀ ଶ୍ରୀ ଅଗ୍ନିଗଙ୍ଗା ମା’ ଠାକୁରାଣୀ ଘଣ୍ଟ ଯାତ୍ରାର ହୁଣ୍ଡି ଖୋଲାଗଲା । କୋରାପୁଟ ଜିଲ୍ଲା ଆନ୍ଧ୍ର ସୀମାନ୍ତ ବନ୍ଧୁଗାଁ ବ୍ଲକ ନୀଲାବାଡ଼ି ଗ୍ରାମ ଆରାଧ୍ୟା ଦେବୀ ଶ୍ରୀ ଶ୍ରୀ ଅଗ୍ନିଗଙ୍ଗା ମା’ ଠାକୁରାଣୀ ଘଣ୍ଟ ଯାତ୍ରା ବୁଧବାର ଦିନ ସମାପ୍ତ ହୋଇଥିଲା । ଘଣ୍ଟ ଯାତ୍ରାରେ ଲକ୍ଷାଧିକ ଭକ୍ତ ସମାଗମ ହୋଇ ମା’ଙ୍କ ଦର୍ଶନ କରି ପୂଜାର୍ଚ୍ଚନା କରିବା ସହ ମା’ଙ୍କ ଆଶୀର୍ବାଦ ଭିକ୍ଷା କରିଥିଲେ ।

ତେବେ ଆଜି ନୀଲାବାଡ଼ି ପୂଜା କମିଟି ଅଧ୍ୟକ୍ଷା ତଥା ବନ୍ଧୁଗାଁ ତହସିଲଦାରଙ୍କ ଅଧ୍ୟକ୍ଷତାରେ କମିଟି ସଦସ୍ୟଙ୍କ ଦ୍ଵାରା ମା’ଙ୍କ ହୁଣ୍ଡି ଗଣତି ଆରମ୍ଭ ହୋଇଛି । ଆଉ କିଛି ସମୟ ମଧ୍ୟରେ କେତେ ଟଙ୍କା, ସୁନା ଓ ରୁପା ଭକ୍ତ ମାନେ ପ୍ରଦାନ କରିଛନ୍ତି ଏହାର ସ୍ପଷ୍ଟ ହୋଇଯିବ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ