୧୨ ଘଣ୍ଟାର ଲମ୍ବା ଅପରେସନ, ଲୁଟେରାଙ୍କ କବଳରୁ ୨୩ ପାକିସ୍ତାନୀଙ୍କୁ ଉଦ୍ଧାର କଲା ଭାରତୀୟ ନୌସେନା

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ୧୨ ଘଣ୍ଟାର ଲମ୍ବା ଅପରେସନ ପରେ ସୋମାଲିଆ ଲୁଟେରାଙ୍କଠୁ ୨୩ ପାକିସ୍ତାନୀ ନାଗରିକ ଉଦ୍ଧାର । ସେମାନଙ୍କୁ ଉଦ୍ଧାର କରିଛି ଭାରତୀୟ ନୌସେନା। ଏହାସହ ଭାରତୀୟ ନୌସେନା ପାଖରେ ଆତ୍ମସର୍ମପଣ କରିଛନ୍ତି ଲୁଟେରା। ମାର୍ଚ୍ଚ୨୮ ତାରିଖରେ ଆରବ ସାଗରରେ ଇରାନର ଫିସିଂ ଭେସଲରେ ୨୩ ପାକିସ୍ତାନୀ ନାଗରିକଙ୍କୁ ସୋମାଲିଆ ଲୁଟେରା ଅପହରଣ କରି ନେଇଥିଲେ। ଗତକାଲି ଭାରତୀୟ ନୌସେନା ନିକଟକୁ ଏନେଇ ଖବର ଆସିଥିଲା।

ପରେ ପାକିସ୍ତାନୀ ନାଗରିକଙ୍କୁ ଉଦ୍ଧାର କରିବା ପାଇଁ ବାହାରିଥିଲା ଭାରତୀୟ ନୌସେନା। ୧୨ ଘଣ୍ଟାର ଲମ୍ବା ଅପରେସନ ପରେ ଆଇଏନଏସ ତ୍ରିଶୂଳ ସାହାଯ୍ୟରେ ଜାହାଜରେ ଥିବା ଲୁଟେରାଙ୍କ ଆତ୍ମସମର୍ପଣ କରିବାକୁ ବାଧ୍ୟ କରିଥିଲା ଭାରତୀୟ ନୌସେନା। ପରେ ଜାହାଜରୁ ୨୩ ଜଣ ପାକିସ୍ତାନୀ କ୍ରୁ୍ୟ ମେମ୍ବରଙ୍କୁ ଉଦ୍ଧାର କରାଯାଇଥିଲା। ପରେ ପୂରା ଅଞ୍ଚଳକୁ ଲୁଟେରା ମୁକ୍ତ କରିବା ପାଇଁ ଉଦ୍ୟମ ଆରମ୍ଭ କରିଚି ଭାରତୀୟ ନୌସେନା।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’