Masthead

ହାତ ଛାଡିଲେ ଚିରଞ୍ଜୀବ ବିଶ୍ୱାଳ

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): କଂଗ୍ରେସରୁ ଇସ୍ତଫା ଦେଲେ ଚିରଞ୍ଜୀବ ବିଶ୍ବାଳ । ଜଗତସିଂହପୁରର ପୂର୍ବତନ ବିଧାୟକ ଚିରଞ୍ଜୀବ ବିଶ୍ବାଳ । ୨୦୧୪ରୁ ୨୦୧୯ ଯାଏଁ ଜଗତସିଂହପୁର ବିଧାୟକ ଥିଲେ । ଏପରିିକି ବିଧାନସଭାରେ ବିରୋଧୀ ଦଳର ଉପନେତା ଭାବେ ମଧ୍ୟ କଂଗ୍ରେସ ସ୍ୱରକୁ ଶାଣିତ କରିଥିଲେ ଚିରଞ୍ଜିବୀ । ପ୍ରଦେଶ କଂଗ୍ରେସର ପୂର୍ବତନ କାର୍ଯ୍ୟକାରୀ ସଭାପତି ବି ଥିଲେ ଚିରଞ୍ଜିବୀ ବିଶ୍ୱାଳ ।

 

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ନିଟ୍‌ ୟୁଜି ପୁନଃ ପରୀକ୍ଷା, ଟେଲିଗ୍ରାମ୍‌ ବନ୍ଦ 🔴 ବାୟୁସେନାର ଶକ୍ତିଶାଳୀ ବିମାନ ଦୁର୍ଘଟଣାଗ୍ରସ୍ତ 🔴 କେନ୍ଦୁଝରରେ ପୋଲିସର ଏନକାଉଣ୍ଟର 🔴 କୁମକୁମ ଭାଗ୍ୟ”ରେ ନିଜ ଚରିତ୍ର ପାଇଁ ଜଣାଶୁଣା ଟିଭି ଅଭିନେତ୍ରୀ ସଞ୍ଚିତା ଉଗାଲେଙ୍କ ମୃତ୍ୟୁ 🔴 ଗଣଶିକ୍ଷା ମନ୍ତ୍ରୀଙ୍କ ବଡ ସୂଚନା,୧୮ରେ ଖୋଲିବ ସ୍କୁଲ 🔴 ଖସିଲା ତେଲ ବଢିଲା ସୁନା ଦର 🔴 ଆମେରିକା-ଇରାନ୍ ଚୁକ୍ତିର ୧୪ ବଡ଼ ସର୍ତ୍ତ 🔴 ୭ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି 🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ନେଇ ଅରେଞ୍ଜ ୱାର୍ଣ୍ଣିଂ 🔴 ନିଟ୍‌ ୟୁଜି ପୁନଃ ପରୀକ୍ଷା, ଟେଲିଗ୍ରାମ୍‌ ବନ୍ଦ 🔴 ବାୟୁସେନାର ଶକ୍ତିଶାଳୀ ବିମାନ ଦୁର୍ଘଟଣାଗ୍ରସ୍ତ 🔴 କେନ୍ଦୁଝରରେ ପୋଲିସର ଏନକାଉଣ୍ଟର 🔴 କୁମକୁମ ଭାଗ୍ୟ”ରେ ନିଜ ଚରିତ୍ର ପାଇଁ ଜଣାଶୁଣା ଟିଭି ଅଭିନେତ୍ରୀ ସଞ୍ଚିତା ଉଗାଲେଙ୍କ ମୃତ୍ୟୁ 🔴 ଗଣଶିକ୍ଷା ମନ୍ତ୍ରୀଙ୍କ ବଡ ସୂଚନା,୧୮ରେ ଖୋଲିବ ସ୍କୁଲ 🔴 ଖସିଲା ତେଲ ବଢିଲା ସୁନା ଦର 🔴 ଆମେରିକା-ଇରାନ୍ ଚୁକ୍ତିର ୧୪ ବଡ଼ ସର୍ତ୍ତ 🔴 ୭ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି 🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ନେଇ ଅରେଞ୍ଜ ୱାର୍ଣ୍ଣିଂ