Masthead

ବିଜେଡି ଛାଡ଼ିଲେ କୋରେଇର ପୂର୍ବତନ ବିଧାୟକ ଆକାଶ ଦାସ ନାୟକ

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ବିଜେଡି ଛାଡ଼ିଲେ କୋରେଇର ପୂର୍ବତନ ବିଧାୟକ ତଥା ଅଭିନେତା ଆକାଶ ଦାସ ନାୟକ।  ଆଜି ଦଳର ପ୍ରାଥମିକ ସଦସ୍ୟତାରୁ ଇସ୍ତଫା ଦେଇଛନ୍ତି। ବିଜେଡି ସଭାପତି ନବୀନ ପଟ୍ଟନାୟକଙ୍କ ପାଖକୁ ସେ ତାଙ୍କ ଇସ୍ତଫାପତ୍ର ପଠାଇ ଦେଇଛନ୍ତି। ବିଜେଡି ଛାଡ଼ିବା ପରେ ଆକାଶ କେଉଁ ଦଳକୁ ଯିବେ ସେନେଇ ସ୍ପଷ୍ଟ ହୋଇନାହିଁଁ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଅଗଷ୍ଟ ୩ରୁ ପୁଣି ବର୍ଷା! 🔴 ବନ୍ୟା ପାଣିରୁ ଜୀବନ ବଞ୍ଚାଇବା ପାଇଁ ତାଳ ଗଛରେ କଟିଲା ଦିନ 🔴 ମେଡିକାଲ୍ ପିଜି ପରୀକ୍ଷାରେ ପେପର ଲିକ୍! 🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ଅଗଷ୍ଟ ୩ରୁ ପୁଣି ବର୍ଷା! 🔴 ବନ୍ୟା ପାଣିରୁ ଜୀବନ ବଞ୍ଚାଇବା ପାଇଁ ତାଳ ଗଛରେ କଟିଲା ଦିନ 🔴 ମେଡିକାଲ୍ ପିଜି ପରୀକ୍ଷାରେ ପେପର ଲିକ୍! 🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ