ଏପ୍ରିଲ ୨ରୁ ସକାଳୁଆ ସ୍କୁଲ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଗ୍ରୀଷ୍ମପ୍ରବାହ ଯୋଗୁଁ ରାଜ୍ୟ ସରକାରଙ୍କ ଘୋଷଣା । ଏପ୍ରିଲ ୨ରୁ ସକାଳୁଆ ସ୍କୁଲ । ରାଜ୍ୟରେ ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ବଦଳିଲା ସ୍କୁଲର ସମୟ । ଏପ୍ରିଲ ୨ରୁ ସକାଳୁଆ ସ୍କୁଲ ଆସିବେ ଛାତ୍ରଛାତ୍ରୀ । ସକାଳ ୭ଟାରୁ ସାଢ଼େ ୧୧ଟା ଯାଏ ପାଠପଢ଼ା ହେବ । ପ୍ରଥମରୁ ଦ୍ୱାଦଶ ଶ୍ରେଣୀ ଯାଏ ଏହି ନିୟମ ଲାଗୁ କରିଛନ୍ତି ରାଜ୍ୟ ସରକାର ।

ଏନେଇ ସ୍କୁଲ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ମାର୍ଗଦର୍ଶିକା ଜାରି କରାଯାଇଛି । ସରକାରୀ ଓ ଘରୋଇ ଶିକ୍ଷାନୁଷ୍ଠାନ ଏନେଇ ନିର୍ଦ୍ଦେଶ ଦିଆଯାଇଛି । ଗରମକୁ ଦୃଷ୍ଟିରେ ରଖି ସ୍କୁଲରେ ଶୁଦ୍ଧ ପାନୀୟ ଜଳ ସହ ଓଆରଏସ ପ୍ୟାକେଟ ରଖିବାକୁ ନିର୍ଦ୍ଦେଶ ଦିଆଯାଇଛି । ପାଣିପାଗର ସ୍ଥିତି ଉପରେ ନଜର ରଖିବା ସହ ଆବଶ୍ୟକ ପଡ଼ିଲେ ସ୍କୁଲର ସମୟ ପରିବର୍ତନ କରିପାରିବେ ଜିଲ୍ଲାପାଳ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ