Masthead

ରାସ୍ତା ନିର୍ମାଣରେ ବଡ଼ ଘୋଟାଲା, ପଦାରେ ପଡିଲା ଯନ୍ତ୍ରୀ-ଠିକାଦାରଙ୍କ ମଧୁଚନ୍ଦ୍ରିକା

ମାହାଙ୍ଗା (ବଡ଼ ଖବର ବ୍ୟୁରୋ): ଆରଡ଼ି ରାସ୍ତା ନିର୍ମାଣରେ ବଡ଼ ଘୋଟାଲା । ପଦାରେ ପଡିଲା ଯନ୍ତ୍ରୀ-ଠିକାଦାରଙ୍କ ମଧୁଚନ୍ଦ୍ରିକା । ମାହାଙ୍ଗା ନିର୍ବାଚନ ମଣ୍ଡଳୀରେ ଗ୍ରାମ୍ୟ ଉନ୍ନୟନ ବିଭାଗ ପକ୍ଷରୁ ଅତ୍ୟନ୍ତ ନିମ୍ନ ମାନର କାର୍ଯ୍ୟକୁ ନେଇ ବଢୁଛି ଜନ ଅସନ୍ତୋଷ । ଦୁର୍ନୀତିର ଚରମ ସୀମାରେ ପହଞ୍ଚିଲାଣି କଟକ ଜିଲ୍ଲା ନିଶ୍ଚିନ୍ତକୋଇଲି ଗ୍ରାମ୍ୟ ଉନ୍ନୟନ ବିଭାଗ । ଗୋତରା ଠାରୁ ଖନ୍ଦୋଳ ପର୍ଯ୍ୟନ୍ତ ରାସ୍ତା ନିର୍ମାଣ ଚାଲିଥିବା ବେଳେ, ତଦାରଖ ପାଇଁ ଘଟଣାସ୍ଥଳରେ ନାହାନ୍ତି ବିଭାଗୀୟ ଅଧିକାରୀ ।

ମାଟି ଉପରେ ଚାଲିଛି ପିଚୁ ରାସ୍ତା ନିର୍ମାଣ । ବିନା ସୂଚନା ଫଳକରେ ଚାଲିଛି ନିଶ୍ଚିନ୍ତକୋଇଲି ଗ୍ରାମ୍ୟ ଉନ୍ନୟନ ବିଭାଗ ଗୋତରା ଉମର ରାସ୍ତା କାମ। ହାତ ମାରୁ ମାରୁ ଉଠିଯାଉଛି ପିଚୁ। ନିମ୍ନ ମାନର କାର୍ଯ୍ୟକୁ ପ୍ରୋତ୍ସାହିତ ବଦଳରେ ପିସି ନେଇ ମାଲେମାଲ ହେଉଛନ୍ତି ଯନ୍ତ୍ରୀ ଏବଂ ସ୍ଥାନୀୟ ଜନ ପ୍ରତିନିଧି । ଏନେଇ ଗ୍ରାମ୍ୟ ଉନ୍ନୟନ ବିଭାଗର ସଚିବ ଓ ଭିଜିଲାନ୍ସ ବିଭାଗକୁ ନିର୍ମାଣ କାର୍ଯ୍ୟର ତଦନ୍ତ ପାଇଁ ଦାବି କରିଛନ୍ତି ସ୍ଥାନୀୟ ଲୋକେ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କଂଗ୍ରେସକୁ ଫିନିସ୍‌ କରିବାକୁ ବିଜେଡି ସବୁବେଳେ ଷଡ଼ଯନ୍ତ୍ରରେ ରହିଛି: ସୋଫିଆ ଫିର୍ଦ୍ଦୋଷ 🔴 ବିଜେପି ଘୋଡ଼ା ବେପାର କରୁଛି: ନବୀନ ପଟ୍ଟନାୟକ 🔴 ରୋଗୀଙ୍କୁ ଲାତ, ଗୋଇଠା ମାରିଲେ ମହିଳା ଡାକ୍ତର 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 କଂଗ୍ରେସକୁ ଫିନିସ୍‌ କରିବାକୁ ବିଜେଡି ସବୁବେଳେ ଷଡ଼ଯନ୍ତ୍ରରେ ରହିଛି: ସୋଫିଆ ଫିର୍ଦ୍ଦୋଷ 🔴 ବିଜେପି ଘୋଡ଼ା ବେପାର କରୁଛି: ନବୀନ ପଟ୍ଟନାୟକ 🔴 ରୋଗୀଙ୍କୁ ଲାତ, ଗୋଇଠା ମାରିଲେ ମହିଳା ଡାକ୍ତର 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ