Masthead

ବିଜେଡିରେ ସାମିଲ ହେଲେ ନୀଳଗିରି ବିଧାୟକ

ବାଲେଶ୍ୱର (ବଡ଼ ଖବର ବ୍ୟୁରୋ): ବିଜେଡିରେ ସାମିଲ ହେଲେ ନୀଳଗିରି ବିଧାୟକ ସୁକାନ୍ତ ନାୟକ । ବିଜେପିରୁ ଇସ୍ତଫା ଦେବା ସହ ବିଜେଡିକୁ ସାମିଲ ହୋଇଛନ୍ତି ସୁକାନ୍ତ । ହଜାର ହଜାର ସମର୍ଥକଙ୍କ ଗହଣରେ ଶଙ୍ଖଭବନରେ ପହଞ୍ଚି ବିଜେଡିରେ ଯୋଗ ଦେଇଛନ୍ତି । ବିଜେପିରୁ ବିଧାୟକ ଭାବେ ନିର୍ବାଚିତ ହେବା ପୂର୍ବରୁ ୨୦୧୪ରେ ବିଜେଡି ଟିକେଟରେ ବିଧାୟକ ହୋଇଥିଲେ ସୁକାନ୍ତ ।

ତେବେ ୨୦୧୯ରେ ସୁକାନ୍ତଙ୍କ ଟିକେଟ କାଟିଥିଲା ବିଜେଡି । ତେଣୁ ବିଜେପିରେ ଯୋଗ ଦେବା ସହ ଟିକେଟ ନେଇ ବିଧାୟକ ଭାବେ ନିର୍ବାଚିତ ହୋଇଥିଲେ । କିନ୍ତୁ ୨୦୨୪ ନିର୍ବାଚନ ପୂର୍ବରୁ ଘରବାହୁଡା କରିଛନ୍ତି ସୁକାନ୍ତ । ନୀଳଗିରିରୁ ପୁଣିଥରେ ସୁକାନ୍ତଙ୍କୁ ପ୍ରାର୍ଥୀ କରାଯିବା ନେଇ ଚର୍ଚ୍ଚା ହେଉଛି । କେବଳ ଘୋଷଣାକୁ ଅପେକ୍ଷା କରାଯାଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି 🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି