Masthead

ପୁଣି ସାମ୍ନାକୁ ଆସିଲା ବିଜେଡିର ଗୋଷ୍ଠୀ କନ୍ଦଳ

ବାରିପଦା (ବଡ଼ ଖବର ବ୍ୟୁରୋ): ପୁଣି ସାମ୍ନାକୁ ଆସିଲା ବିଜେଡିର ଗୋଷ୍ଠୀ କନ୍ଦଳ । ମୟୂରଭଞ୍ଜ ଜିଲ୍ଲାର ବଡ଼ସାହି ନିର୍ବାଚନମଣ୍ଡଳୀରେ ବିଜେଡିର ପୂର୍ବତନ ବିଧାୟକ ଗଣେଶ୍ୱର ପାତ୍ରଙ୍କୁ ବିରୋଧ । ବେତନଟୀ ଧର୍ମଶାଳାରେ ଏକତ୍ରିତ ହେଲେ ବିଜୁ ଜନତା ଦଳର ୨ହଜାରରୁ ଅଧିକ କର୍ମୀ ଓ ବରିଷ୍ଠ ନେତା ।

ଆଗାମୀ ନିର୍ବାଚନରେ ବିଜେଡିର ପୂର୍ବତନ ବିଧାୟକଙ୍କ ପ୍ରାର୍ଥୀତ୍ୱକୁ ବିରୋଧ । ୪୫ଟି ପଞ୍ଚାୟତର ବିଜେଡି କର୍ମୀ କଲେ ବିରୋଧ । ଆଗାମୀ ନିର୍ବାଚନରେ ଗଣେଶ୍ୱର ପାତ୍ରଙ୍କ ପ୍ରଥିତ୍ଵକୁ ଖୋଲାଖୋଲି ବିରୋଧ । ପୂର୍ବରୁ ଜାନୁୟାରୀ ମାସରେ ମଧ୍ୟ ଦୁଇ ଦୁଇ ଥର ସଭା କରି କରାଯାଇଥିଲା ବିରୋଧ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ପାର୍ବଣ ଆରମ୍ଭରୁ ମହଙ୍ଗା ମାଡ଼; ବଢ଼ିଲା କମର୍ସିଆଲ LPG ସିଲିଣ୍ଡରର ଦର 🔴 ଲସ୍କର-ଏ-ତୋଏବାର ଆତଙ୍କୀ ମହମ୍ମଦ ଆସିଫ ନିହତ 🔴 ଭକ୍ତଙ୍କ ପାଇଁ ଖୋଲିଲା ଶ୍ରୀଗୁଣ୍ଡିଚା ମନ୍ଦିର; ୩ ଦିନ ସମ୍ପୂର୍ଣ୍ଣ ମାଗଣା ଦର୍ଶନ 🔴 ନବନିର୍ମାଣ କୃଷକ ସଂଗଠନର ୧୨ ଘଣ୍ଟିଆ ଓଡ଼ିଶା ବନ୍ଦ ଡାକରା 🔴 ପୁରୀରେ ଖଜା ଗୋଦାମରେ ରେଡ୍ 🔴 ହନୁମାନ ଛକରେ ଗୁଳିକାଣ୍ଡ 🔴 ଘାଇ ଆଣିଲା ବିପଦ 🔴 ‘ନିଆଳିରେ ୨୭୫ ଅପମିଶ୍ରିତକାରୀଙ୍କ ନାଁରେ ଏତଲା’ 🔴 ସୋରୋରେ ବନ୍ୟା ସ୍ଥିତି 🔴 ଆସୁଛି ଆଉ ଏକ ଲଘୁଚାପ 🔴 ପାର୍ବଣ ଆରମ୍ଭରୁ ମହଙ୍ଗା ମାଡ଼; ବଢ଼ିଲା କମର୍ସିଆଲ LPG ସିଲିଣ୍ଡରର ଦର 🔴 ଲସ୍କର-ଏ-ତୋଏବାର ଆତଙ୍କୀ ମହମ୍ମଦ ଆସିଫ ନିହତ 🔴 ଭକ୍ତଙ୍କ ପାଇଁ ଖୋଲିଲା ଶ୍ରୀଗୁଣ୍ଡିଚା ମନ୍ଦିର; ୩ ଦିନ ସମ୍ପୂର୍ଣ୍ଣ ମାଗଣା ଦର୍ଶନ 🔴 ନବନିର୍ମାଣ କୃଷକ ସଂଗଠନର ୧୨ ଘଣ୍ଟିଆ ଓଡ଼ିଶା ବନ୍ଦ ଡାକରା 🔴 ପୁରୀରେ ଖଜା ଗୋଦାମରେ ରେଡ୍ 🔴 ହନୁମାନ ଛକରେ ଗୁଳିକାଣ୍ଡ 🔴 ଘାଇ ଆଣିଲା ବିପଦ 🔴 ‘ନିଆଳିରେ ୨୭୫ ଅପମିଶ୍ରିତକାରୀଙ୍କ ନାଁରେ ଏତଲା’ 🔴 ସୋରୋରେ ବନ୍ୟା ସ୍ଥିତି 🔴 ଆସୁଛି ଆଉ ଏକ ଲଘୁଚାପ