Masthead

ଫର୍ମକୁ ଫେରିଲେ ପନ୍ତ, ଖାତା ଖୋଲିଲା କ୍ୟାପିଟାଲ୍ସ

ବିଶାଖାପାଟଣା(ବଡ଼ ଖବର ବ୍ୟୁରୋ): ଆଇପିଏଲର ୧୩ତମ ମୁକାବିଲାରେ ୨୦ ରନରେ ଡିଫେଣ୍ଡିଂ ଚାମ୍ପିଅନ୍ ଚେନ୍ନାଇ ସୁପରକିଙ୍ଗସକୁ ପରାସ୍ତ କିଛି ଦିଲ୍ଲୀ କ୍ୟାପିଟାଲ୍ସ । ବିଶାଖାପାଟଣାରେ ଖେଳା ଯାଇଥିବା ଏହି ମ୍ୟାଚରେ ଟସ୍ ଜିତିବା ପରେ ପ୍ରଥମେ ବ୍ୟାଟିଂ କରିଥିଲା ଦିଲ୍ଲୀ । ୱାର୍ଣ୍ଣର ଓ ପନ୍ତଙ୍କ ଅର୍ଧଶତକ ବଳରେ ଟିମ୍ ୨୦ ଓଭରରେ ୫ ୱିକେଟ ହରାଇ କରିଥିଲା ୧୯୧ ରନ୍ ।

୧୯୨ ରନ୍ ଟାର୍ଗେଟର ପିଛା କରି ଚେନ୍ନାଇ ଟିମ୍ ୨୦ ଓଭରରେ ୬ ୱିକେଟ ହରାଇ କରିଥିଲା ୧୭୧ ରନ୍ । ଏହି ମ୍ୟାଚରେ ଧୋନି ୮ ନମ୍ବରରେ ବ୍ୟାଟିଂ କରିବାକୁ ଆସିଥିଲେ । ଏହା ଫ୍ୟାନଙ୍କୁ ଆଶ୍ଚର୍ୟ୍ୟ କରିଥିଲା । ଧୋନି ୧୬ଟି ବଲ୍ ରୁ ୪ଟି ଚୌକା ଓ ୩ଟି ଛକ୍କାରେ ୩୭ ରନ୍ କରିଥିଲେ । କିନ୍ତୁ ଦଳକୁ ଜିତାଇ ପାରିନଥିଲେ । ଅନ୍ୟପଟେ ଆଜି ମୁମ୍ବାଇ ୱାଙ୍ଖଡ଼େ ଷ୍ଟାଡିୟମରେ ମୁମ୍ବାଇ ଓ ରାଜସ୍ଥାନ ରୟାଲ୍ସ ମଧ୍ୟରେ ହେବ ମୁକାବିଲା ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି 🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି