Masthead

ଲୁହା ପଥର ବୋଝେଇ ଟ୍ରକରେ ନିଆଁ ଲଗାଇଲେ ମାଓବାଦୀ

ମାଲକାନଗିରି (ବଡ଼ ଖବର ବ୍ୟୁରୋ): ନିର୍ବାଚନ ପୂର୍ବରୁ ଛତିଶଗଡରେ ମାଓ ହିଂସା । ମାଲକାନଗିରି ଛତିଶଗଡ ସିମାନ୍ତ ନାରାୟଣପୁର ଜିଲ୍ଲାରେ ଚାରଟି ଲୁହା ପଥର ବୋଝେଇ ଟ୍ରକରେ ନିଆଁ ଲଗାଇ ପୋଡି ଦେଲେ ଲାଲବାହିନୀ । ଗତକାଲି ରାତିରେ ଛୋଟେ ଡଙ୍ଗର ଥାନା ଠାରୁ ମାତ୍ର ପାଞ୍ଚ ସହ ମିଟର ଦୂର ମୁଖ୍ୟ ରାସ୍ତା ଉପରେ ଏହି ଚାରୋଟି ଟ୍ରକରେ ନିଆଁ ଲଗାଇଥିଲେ ମାଓବାଦୀ ।

ଆମଦାଇ ଲୁହା ପଥର ଖଣିକୁ ପୂର୍ବରୁ ବିରୋଧ କରି ଆସୁଛନ୍ତି ମାଓବାଦୀ । ତେବେ ଏହି ହିଂସା କାଣ୍ଡ ପରେ ଡିଆରଜି ଓ ବିଏସଏଫ ବାହିନୀ ପକ୍ଷରୁ ଜୋରଦାର ଅପରେସନ ଆରମ୍ଭ ହୋଇଥିବା ନେଇ ସୂଚନା ଦେଇଛନ୍ତି ନାରାୟଣପୁର ଏସପି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ 🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ