Masthead

ଦ୍ଵାରଶୁଣି ଘାଟିରେ ପୁଣି ଦୁର୍ଘଟଣା, ଜଳିଗଲା ଟ୍ରକ

ବାରିପଦା(ବଡ଼ ଖବର ବ୍ୟୁରୋ):ବାଙ୍ଗିରିପୋଷି ସ୍ଥିତ ଦ୍ଵାରଶୁଣି ଘାଟିରେ ପୁଣି ଦୁର୍ଘଟଣା । ମୟୂରଭଞ୍ଜ ଜିଲ୍ଲା ୪୯ ନମ୍ବର ଜାତୀୟ ରାଜପଥର ବାଙ୍ଗିରିପୋଷି ଘାଟିରେ ଏକ ପିଆଜ ବୋଝେଇ ଟ୍ରକ୍‌ରେ ନିଆଁ ଲାଗିଯାଇଛି। ଦୁର୍ଘଟଣା ଗସ୍ତ ହେଇ ପିଆଜ ବୋଝେଇ ଟ୍ରକରେ ଲାଗିଲା ନିଆଁ । ଅଳ୍ପକେ ବର୍ତ୍ତିଲେ ଟ୍ରକର ଚାଳକ ଓ ହେଲପର । ଟ୍ରକ୍ ଟି ନାସିକରୁ ପିଆଜ ନେଇ କଲିକତା ଅଭିମୁଖେ ଯାଉଥିବାର ଘଟିଛି ଏହି ଘଟଣା ।

ଘଟଣା ସ୍ଥଳରେ ୨ଟି ଦମକଳ ବାହିନୀ ପହଞ୍ଚି ନିଆଁକୁ ଆୟତ୍ତ କରିବାକୁ ଚେଷ୍ଟା କରିଛନ୍ତି। ବିଶୋଇ ଥାନା ପୁଲିସ ଓ ବାଙ୍ଗିରିପୋଷି ଥାନା ପୁଲିସ ଘଟଣାସ୍ଥଳରେ ପହଞ୍ଚି ନିଆଁକୁ ଆୟତ୍ତ କରିବାକୁ ଉଦ୍ୟମ ଜାରି ରଖିଛନ୍ତି। ଟ୍ରକରେ ନିଆଁ ଲାଗିବା ପରେ ସେହି ରାସ୍ତାରେ ଗାଡ଼ିଚଳାଚଳ ଠପ୍‌ ହୋଇଯାଇଛି। ଟ୍ରକ୍‌ରେ କିପରି ନିଆଁ ଲାଗିଲା ତାର କାରଣ ଜଣାପଡ଼ିନାହିଁ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ୩୦ରେ ବିଧାନସଭା ସ୍ୱତନ୍ତ୍ର ଅଧିବେଶନ 🔴 ଆପ ଛାଡିଲେ ରାଘବ ଚଡ୍ଡା 🔴 ଆଜି ଉପକୂଳରେ ୪୫ ଡିଗ୍ରି ଟପିପାରେ ପାରଦ 🔴 ବଲାଙ୍ଗିର ଯିବେ ମୁଖ୍ୟମନ୍ତ୍ରୀ 🔴 ପ୍ରେମିକ ସାଜିଲା ସଇତାନ 🔴 ପ୍ଲଟ୍‌ ବ୍ୟବସାୟୀଙ୍କ ହତ୍ୟା ଘଟଣା, ମାଷ୍ଟରମାଇଣ୍ଡ ପୁତୁରା ଓ ଝିଆରୀ 🔴 ଶୁକ୍ରବାର ଆଲୋଚନା ହେବାର ସମ୍ଭାବନା: ଟ୍ରମ୍ପ 🔴 ରେକର୍ଡ ଭାଙ୍ଗିଲା ତାତି, ୨୫ ସ୍ଥାନରେ ତାମପାତ୍ରା ୪୦ ଡିଗ୍ରି 🔴 ପଶ୍ଚିମବଙ୍ଗ-ତାମିଲନାଡୁରେ ଭୋଟ୍ 🔴 ଜନଗଣନା ବେଳେ ଅଧିକାରୀଙ୍କୁ ନିସ୍ତୁକ ମାଡ଼ 🔴 ୩୦ରେ ବିଧାନସଭା ସ୍ୱତନ୍ତ୍ର ଅଧିବେଶନ 🔴 ଆପ ଛାଡିଲେ ରାଘବ ଚଡ୍ଡା 🔴 ଆଜି ଉପକୂଳରେ ୪୫ ଡିଗ୍ରି ଟପିପାରେ ପାରଦ 🔴 ବଲାଙ୍ଗିର ଯିବେ ମୁଖ୍ୟମନ୍ତ୍ରୀ 🔴 ପ୍ରେମିକ ସାଜିଲା ସଇତାନ 🔴 ପ୍ଲଟ୍‌ ବ୍ୟବସାୟୀଙ୍କ ହତ୍ୟା ଘଟଣା, ମାଷ୍ଟରମାଇଣ୍ଡ ପୁତୁରା ଓ ଝିଆରୀ 🔴 ଶୁକ୍ରବାର ଆଲୋଚନା ହେବାର ସମ୍ଭାବନା: ଟ୍ରମ୍ପ 🔴 ରେକର୍ଡ ଭାଙ୍ଗିଲା ତାତି, ୨୫ ସ୍ଥାନରେ ତାମପାତ୍ରା ୪୦ ଡିଗ୍ରି 🔴 ପଶ୍ଚିମବଙ୍ଗ-ତାମିଲନାଡୁରେ ଭୋଟ୍ 🔴 ଜନଗଣନା ବେଳେ ଅଧିକାରୀଙ୍କୁ ନିସ୍ତୁକ ମାଡ଼