Masthead

ଛତିଶଗଡ଼ରେ କମ୍ବିଂ ଅପରେସନ୍‌, ଟଳିଲେ ୪ମାଓବାଦୀ

ମାଲକାନଗିରି(ବଡ଼ ଖବର ବ୍ୟୁରୋ): ଛତିଶଗଡ଼ରେ କମ୍ବିଂ ବେଳେ ମୋଓବାଦୀ- ପୋଲିସ ମୁହାଁମୁହିଁ । ଛତିଶଗଡ଼ ବିଜାପୁର ଜିଲ୍ଲା ଗଙ୍ଗଲୁର ଜଙ୍ଗଲରେ ଏନକାଉଣ୍ଟର । ଏନକାଉଣ୍ଟରରେ ୪ ମାଓବାଦୀ ନିହତ ସୂଚନା । ଘଟଣାସ୍ଥଳରୁ ବିପୁଳ ମାଓ ସାମଗ୍ରୀ ସହ ବିସ୍ଫୋରକ ଜବତ । ଏବେ ବି ସୁରକ୍ଷାକର୍ମୀଙ୍କ ପକ୍ଷରୁ ଜଙ୍ଗଲରେ ସର୍ଚ୍ଚ ଅପରେସନ୍‌ ଜାରି ରହିଛି । ଆଜି ସକାଳେ ପୋଲିସ ବିଜାପୁର ଜିଲ୍ଲାରେ କମ୍ବିଂ ଅପରେସନ କରୁଥିବା ବେଳେ ନକ୍ସଲଙ୍କ ପକ୍ଷରୁ ଆକ୍ରମଣ କରାଯାଇଥିବା ସୂଚନା ମିଳିଛି।

ସୂଚନା ମୁତାବକ, ଗଙ୍ଗାଲୁର ପୋଲିସ ଅଧୀନରେ କୋବ୍ରା ବାଟାଲିଅନ ଏବଂ CRPF ମିଳିତ ଭାବେ କୋରଚେଲି ଜଙ୍ଗଲରେ କମ୍ବିଂ ଅପରେସନ କରୁଥିଲେ। ଏହି ସମୟରେ ନକ୍ସଲମାନେ ସେମାନଙ୍କ ଉପରକୁ ଆକ୍ରମଣ କରିଥିଲେ। ସୁରକ୍ଷାକର୍ମୀ ମଧ୍ୟ ପାଲଟା ଜବାବ ଦେଇଥିଲେ, ଯେଉଁଥିରେ ୪ ଜଣ ନକ୍ସଲ ନିପାତ ହୋଇଛନ୍ତି।

 

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭାଙ୍ଗିଲା ରଥ ଚକ, ଭକ୍ତଙ୍କ କାନ୍ଧରେ ଗଲେ ଜଗନ୍ନାଥ 🔴 ଖୋଲିଲା ହୀରାକୁଦ ଗେଟ୍ 🔴 ୧୨ ଘଣ୍ଟାରେ ଲଘୁଚାପ! 🔴 ମହଣ ମହଣ ସୁନାରେ ଝଟକିବେ ମଣିମା 🔴 ସଲମାନ ଖାନଙ୍କ ଗଲୱାନ 🔴 ପାଟନାରେ ବିଜେପି ନେତାଙ୍କୁ ଗୁଳିମାଡ଼ 🔴 ପରଦାକୁ ଆସିଲା ଓଡ଼ିଆ ସିନେମା ‘ନବକଳେବର’ 🔴 ଆହୁରି ତିନି ଦିନ ଭିଜିବ ଓଡ଼ିଶା 🔴 ସରିଲା ଆଡ଼ପମଣ୍ଡପ ଲୀଳା, ଅପେକ୍ଷାରେ ମାଆ 🔴 ପୁରୀ ହେବ ମହାନଗରନିଗମ : ମୋହନ ଚରଣ ମାଝୀ 🔴 ଭାଙ୍ଗିଲା ରଥ ଚକ, ଭକ୍ତଙ୍କ କାନ୍ଧରେ ଗଲେ ଜଗନ୍ନାଥ 🔴 ଖୋଲିଲା ହୀରାକୁଦ ଗେଟ୍ 🔴 ୧୨ ଘଣ୍ଟାରେ ଲଘୁଚାପ! 🔴 ମହଣ ମହଣ ସୁନାରେ ଝଟକିବେ ମଣିମା 🔴 ସଲମାନ ଖାନଙ୍କ ଗଲୱାନ 🔴 ପାଟନାରେ ବିଜେପି ନେତାଙ୍କୁ ଗୁଳିମାଡ଼ 🔴 ପରଦାକୁ ଆସିଲା ଓଡ଼ିଆ ସିନେମା ‘ନବକଳେବର’ 🔴 ଆହୁରି ତିନି ଦିନ ଭିଜିବ ଓଡ଼ିଶା 🔴 ସରିଲା ଆଡ଼ପମଣ୍ଡପ ଲୀଳା, ଅପେକ୍ଷାରେ ମାଆ 🔴 ପୁରୀ ହେବ ମହାନଗରନିଗମ : ମୋହନ ଚରଣ ମାଝୀ