Masthead

ନବୀନଙ୍କ ବିରୋଧରେ ଶିଶିରଙ୍କୁ ପ୍ରାର୍ଥୀ କଲା ବିଜେପି

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ସାଧାରଣ ନିର୍ବାଚନ ପାଇଁ ବିଜେପି ଆଜି ୧୧୨ଜଣ ବିଧାୟକଙ୍କ ପ୍ରାର୍ଥୀଙ୍କ ନାଁ ଘୋଷଣା କରିଛି । ବାକି ୩୫ଟି ଆସନ ପାଇଁ ବିଜେଡି ଏବେବି ଅଙ୍କକଷା ଜାରି ରଖିଛି । ଦଳ ନିଜର ମୋଟ ୨୨ଜଣ ସିଟିଂ ବିଧାୟକଙ୍କ ମଧ୍ୟରୁ ୧୭ଜଣଙ୍କ ଉପରେ ପୁଣିଥରେ ଭରସା କରିଛି । ୨ଜଣ ବିଧାୟକଙ୍କ ଟିକେଟ୍ କାଟିଛି । ତେବେ ଏହାରି ଭିତରେ ହିଞ୍ଜିଳି ଆସନକୁ ନେଇ ଚର୍ଚ୍ଚା ହେଉଛି । କାରଣ ହିଞ୍ଜିଳି ଆସନରୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବିଜେଡି ପାଇଁ ପ୍ରାର୍ଥୀ ହୋଇଥିଲା ବେଳେ ବିଜେପି ସେଠୁ କାହାକୁ ପ୍ରାର୍ଥୀ କରିଛି ତାକୁ ନେଇ ଚର୍ଚ୍ଚା ହେଉଥିଲା ।

ଆଉ ଏବେ ହିଞ୍ଜିଳି ଆସନ ପାଇଁ ବିଜେପି ପ୍ରାର୍ଥୀ ଘେଷୋଣା କରିଛି । ହିଞ୍ଜିଳିରୁ ପ୍ରାର୍ଥୀ ହୋଇଛନ୍ତି ଶିଶିର ମିଶ୍ର । ଗତ ବିଧାନସଭା ନିର୍ବାଚନରେ ପିତାମ୍ବର ଆଚାର୍ଯ୍ୟଙ୍କୁ ପ୍ରାର୍ଥୀ କରିଥିଲା ବିଜେପି । ହେଲେ ନବୀନ ପଟ୍ଟନାୟକଙ୍କ ବିରୋଧରେ ପିତାମ୍ବର ଆଚାର୍ଯ୍ୟ ବହୁ ଭୋଟ ବ୍ୟବଧାନରେ ପରାଜିତ ହୋଇଥିଲେ । ଦଳ ପିତାମ୍ବର ଆଚାର୍ଯ୍ୟଙ୍କ ବଦଳରେ ଶିଶିର ମିଶ୍ରଙ୍କୁ ଭରସା କରିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ପାକିସ୍ତାନ ସୀମା ଜଗିବ ଆପାଚି 🔴 ଭାରତ ଆସିବେ ପାକିସ୍ତାନ ଖେଳାଳି 🔴 ବନ୍ୟାପାଣି ଘେରରେ ଜୀବନ 🔴 ଘାନାରେ ମୋଦିଙ୍କୁ ସର୍ବୋଚ୍ଚ ସମ୍ମାନରେ ସମ୍ମାନିତ 🔴 ଅତି ପ୍ରବଳ ବର୍ଷା ନେଇ ୭ ଜିଲ୍ଲାକୁ ଆଲର୍ଟ 🔴 ଆତଙ୍କୀଙ୍କ ଆଡ୍ଡା ପାଲଟିଛି ଗଞ୍ଜାମ,୨୪ ଘଣ୍ଟା ମଧ୍ୟରେ ହୋଇଛି ୩ ହତ୍ୟାକାଣ୍ଡ 🔴 ରେଳଧାରଣାକୁ ଧସିଲା ମାଟି 🔴 ଜେଲ ଯିବେ ଶେଖ ହାସିନା 🔴 ପାଣି ଘେରରେ ଭୋଗରାଇ ବ୍ଳକର ୧୫ଟି ପଞ୍ଚାୟତର ୩୦ ଗାଁ 🔴 ଆଜିଠୁ ବାହୁଡ଼ା ପ୍ରସ୍ତୁତି, ଦକ୍ଷିଣ ମୋଡ଼ ନେବ ୩ ରଥ 🔴 ପାକିସ୍ତାନ ସୀମା ଜଗିବ ଆପାଚି 🔴 ଭାରତ ଆସିବେ ପାକିସ୍ତାନ ଖେଳାଳି 🔴 ବନ୍ୟାପାଣି ଘେରରେ ଜୀବନ 🔴 ଘାନାରେ ମୋଦିଙ୍କୁ ସର୍ବୋଚ୍ଚ ସମ୍ମାନରେ ସମ୍ମାନିତ 🔴 ଅତି ପ୍ରବଳ ବର୍ଷା ନେଇ ୭ ଜିଲ୍ଲାକୁ ଆଲର୍ଟ 🔴 ଆତଙ୍କୀଙ୍କ ଆଡ୍ଡା ପାଲଟିଛି ଗଞ୍ଜାମ,୨୪ ଘଣ୍ଟା ମଧ୍ୟରେ ହୋଇଛି ୩ ହତ୍ୟାକାଣ୍ଡ 🔴 ରେଳଧାରଣାକୁ ଧସିଲା ମାଟି 🔴 ଜେଲ ଯିବେ ଶେଖ ହାସିନା 🔴 ପାଣି ଘେରରେ ଭୋଗରାଇ ବ୍ଳକର ୧୫ଟି ପଞ୍ଚାୟତର ୩୦ ଗାଁ 🔴 ଆଜିଠୁ ବାହୁଡ଼ା ପ୍ରସ୍ତୁତି, ଦକ୍ଷିଣ ମୋଡ଼ ନେବ ୩ ରଥ