Masthead

କୋରେଇରୁ ଆକାଶ, ଦିଗପହଣ୍ଡିରୁ ସିଦ୍ଧାନ୍ତ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ବିଧାନସଭା ନିର୍ବାଚନ ପାଇଁ ବିଜେପି ଘୋଷଣା କଲା ପ୍ରାର୍ଥୀ ତାଲିକା । ୧୧୨ ଆସନ ପାଇଁ ପ୍ରାର୍ଥୀ ଘୋଷଣା କରିଛି ବିଜେପି । ପୂର୍ବରୁ ସମସ୍ତ ଲୋକସଭା ସିଟ ପାଇଁ ପ୍ରାର୍ଥୀ ଘୋଷଣା ସରିଥିବା ବେଳେ ଆଜି ୧୧୨ ବିଧାନସଭା ସିଟ ପାଇଁ ପ୍ରାର୍ଥୀ ଘୋଷଣା କରିଛି । ଚାନ୍ଦବାଲିରୁ ଲଢ଼ିବେ ମନମୋହନ ସାମଲ । କୋରେଇରୁ ଆକାଶ ଦାସନାୟକ । ଦିଗପହଣ୍ଡିରୁ ସିଦ୍ଧାନ୍ତ ମହାପାତ୍ର । ନିକଟରେ ବିଜେଡି ଛାଡ଼ି ବିଜେପିରେ ମିଶିଥିବା ବ୍ରହ୍ମପୁରର ପୂର୍ବତନ ସାଂସଦ ତଥା ଅଭିନେତା ସିଦ୍ଧାନ୍ତ ମହାପାତ୍ର ଲଢ଼ିବେ ବିଧାନସଭା ନିର୍ବାଚନ।

ତାଙ୍କୁ ଗଞ୍ଜାମ ଜିଲ୍ଲାର ଦିଗପହଣ୍ଡି ବିଧାନସଭା ଆସନରୁ ଟିକେଟ ଦେଇଛି ବିଜେପି। ଏଠାରେ ତାଙ୍କ ଲଢ଼େଇ ବିଜେଡି ପ୍ରାର୍ଥୀ ସ୍ୱର୍ଗତ ସୂର୍ଯ୍ୟ ନାରାୟଣ ପାତ୍ରଙ୍କ ପୁଅ ବିପ୍ଳବ ପାତ୍ରଙ୍କ ସହିତ ହେବ। ସେହିପରି ବିଜେଡି ଛାଡ଼ି ବିଜେପିରେ ଯୋଗ ଦେଇଥିବା ଅଭିନେତା ତଥା ପୂର୍ବତନ ବିଧାୟକ ଆକାଶ ଦାସ ନାୟକଙ୍କୁ ଦଳ ଟିକେଟ ଦେଇଛି। ସେ କୋରେଇରୁ ପ୍ରାର୍ଥୀ ହୋଇଛନ୍ତି। ୨୦୧୪ରେ ସେ ଏହି ଆସନରୁ ବିଜେଡି ଟିକେଟ୍‌ରେ ବିଜୟୀ ହୋଇଥିଲେ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ବାବୁଙ୍କ ଘରୁ ମିଳିଲାଣି ଅଧାକିଲୋ ସୁନା 🔴 ପୁଣି ରାଜନୀତିକୁ ନେଇ ମନ୍ତବ୍ୟ ଦେଲେ ପାଣ୍ଡିଆନ 🔴 ଆଜି ଆସୁଛନ୍ତି ରାଷ୍ଟ୍ରପତି 🔴 ସମ୍ବଲପୁରରେ ଶୀତଳଷଷ୍ଠୀର ଧୁମ୍ 🔴 ଆସନ୍ତାକାଲି ଓଡିଶା ଆସିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ 🔴 ଅନୁଗୁଳରେ ଡବଲ ଏନକାଉଣ୍ଟର 🔴 ଆସନ୍ତା ୨୨ ତାରିଖ ଯାଏଁ ପ୍ରବଳ ଛେଚିବ 🔴 ୪୦୨ରନ୍ ଭାରତକୁ ବିଜୟ ଦେଇପାରେ 🔴 ପାଠ୍ୟପୁସ୍ତକ ପ୍ରସ୍ତୁତି କର୍ତ୍ତା ଓଡ଼ିଶା ଓ ଓଡ଼ିଆ ବୁଝନ୍ତି ତ? 🔴 ପାଠ୍ୟପୁସ୍ତକ ତ୍ରୁଟି ଉପରେ ମୁଖ୍ୟମନ୍ତ୍ରୀଙ୍କ କଡା ଆଭିମୁଖ୍ୟ , ତଦନ୍ତ ପାଇଁ ଗଠନ ହେଲା ଉଚ୍ଚସ୍ତରୀୟ କମିଟି 🔴 ବାବୁଙ୍କ ଘରୁ ମିଳିଲାଣି ଅଧାକିଲୋ ସୁନା 🔴 ପୁଣି ରାଜନୀତିକୁ ନେଇ ମନ୍ତବ୍ୟ ଦେଲେ ପାଣ୍ଡିଆନ 🔴 ଆଜି ଆସୁଛନ୍ତି ରାଷ୍ଟ୍ରପତି 🔴 ସମ୍ବଲପୁରରେ ଶୀତଳଷଷ୍ଠୀର ଧୁମ୍ 🔴 ଆସନ୍ତାକାଲି ଓଡିଶା ଆସିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ 🔴 ଅନୁଗୁଳରେ ଡବଲ ଏନକାଉଣ୍ଟର 🔴 ଆସନ୍ତା ୨୨ ତାରିଖ ଯାଏଁ ପ୍ରବଳ ଛେଚିବ 🔴 ୪୦୨ରନ୍ ଭାରତକୁ ବିଜୟ ଦେଇପାରେ 🔴 ପାଠ୍ୟପୁସ୍ତକ ପ୍ରସ୍ତୁତି କର୍ତ୍ତା ଓଡ଼ିଶା ଓ ଓଡ଼ିଆ ବୁଝନ୍ତି ତ? 🔴 ପାଠ୍ୟପୁସ୍ତକ ତ୍ରୁଟି ଉପରେ ମୁଖ୍ୟମନ୍ତ୍ରୀଙ୍କ କଡା ଆଭିମୁଖ୍ୟ , ତଦନ୍ତ ପାଇଁ ଗଠନ ହେଲା ଉଚ୍ଚସ୍ତରୀୟ କମିଟି