Masthead

ଟିକେଟ ନ ମିଳିବାରୁ ଅସନ୍ତୁଷ୍ଟ ରଘୁ ମହାନ୍ତି

ବାଲେଶ୍ୱର (ବଡ଼ ଖବର ବ୍ୟୁରୋ): ପ୍ରାର୍ଥୀ ଘୋଷଣା ପରେ ବାଲେଶ୍ୱର ବିଜେପିରେ ଅସନ୍ତୋଷ । ବିଜେପି ଛାଡ଼ି ପାରନ୍ତି ରଘୁ ମହାନ୍ତି । ଜଳେଶ୍ୱରରୁ ଟିକେଟ ନ ମିଳିବାରୁ ଅସନ୍ତୁଷ୍ଟ ଅଛନ୍ତି ରଘୁ । ସେପଟେ ପ୍ରଥମ ପର୍ଯ୍ୟାୟରେ ୧୧୨ ବିଧାନସଭା ଆସନ ପାଇଁ ପ୍ରାର୍ଥୀ ଘୋଷଣା କରିଛି ବିଜେପି । ଜଳେଶ୍ୱରରୁ ବ୍ରଜ ପ୍ରଧାନ ପ୍ରାର୍ଥୀ କରିଛି ବିଜେପି । ସେହିପରି ବାଲେଶ୍ୱରରୁ ମାନସ କୁମାର ଦତ୍ତ, ରେମୁଣାରୁ ଗୋବିନ୍ଦ ଚନ୍ଦ୍ର ଦାସ, ସୋରରୁ ରାଜେନ୍ଦ୍ର ଦାସ ଶିମୁଳିଆରୁ ପଦ୍ମଲୋଚନ ପଣ୍ଡାକୁ ଦଳ ପ୍ରାର୍ଥୀ କରିଛି । ବିଜେପି ଟିକେଟରେ ଜିତିଥିବା ୨ ବିଧାୟକଙ୍କ ଟିକେଟ କାଟିଛି ଦଳ । ମାଲକାନଗିରି ଓ ବ୍ରହ୍ମଗିରିରୁ ୨ ବିଧାୟକଙ୍କର ଟିକେଟ କାଟିଛି ବିଜେପି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’