Masthead

ବିଜେପି ଛାଡ଼ିଲେ ଭୃଗୁ ବକ୍ସିପାତ୍ର

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ନିର୍ବାଚନ ପୂର୍ବରୁ ବିଜେପିକୁ ଲାଗିଛି ବଡ଼ ଝଟ୍‌କା । ବିଜେପିରୁ ଇସ୍ତଫା ଦେଲେ ଭୃଗୁବକ୍ସି ପାତ୍ର । ବିଜେପିର ପ୍ରାଥମିକ ସଦସ୍ୟ ପଦରୁ ଦେଲେ ଇସ୍ତଫା । ରାଜ୍ୟ ସଭାପତି ମନମୋହନ ସାମଲଙ୍କ ନିକଟକୁ ପଠାଇଲେ ଇସ୍ତଫାପତ୍ର । ୨୦୧୯ରେ ବ୍ରହ୍ମପୁରରୁ ବିଜେପି ଲୋକସଭା ପ୍ରାର୍ଥୀ ଥିଲେ ଭୃଗୁ ।

 

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଓମ୍ଫେଡ୍ ବଜାରକୁ ଆଣିବ ଆଇସକ୍ରିମ୍ ଓ ପାଣି 🔴 ଓଭରଡୋଜ୍ ଆନାସ୍ତେସିଆ ଡାକ୍ତରଙ୍କ ନେଲା ଜୀବନ! 🔴 ଜ୍ୱରରେ ଆକ୍ରାନ୍ତ ବଣମଣିଷ 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ଓମ୍ଫେଡ୍ ବଜାରକୁ ଆଣିବ ଆଇସକ୍ରିମ୍ ଓ ପାଣି 🔴 ଓଭରଡୋଜ୍ ଆନାସ୍ତେସିଆ ଡାକ୍ତରଙ୍କ ନେଲା ଜୀବନ! 🔴 ଜ୍ୱରରେ ଆକ୍ରାନ୍ତ ବଣମଣିଷ 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା