Masthead

ବିଜେଡିରେ ଯୋଗଦେଲେ ଭୃଗୁ ବକ୍ସିପାତ୍ର ଓ ପ୍ରକାଶ ବେହେରା

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ବିଜେଡିରେ ଯୋଗଦେଲେ ଭୃଗୁ ବକ୍ସିପାତ୍ର । ଶଙ୍ଖ ଭବନ ଆସି ଆନୁଷ୍ଠାନିକ ଭାବେ ସାମିଲ ହେଲେ । ଆଜି ସକାଳେ ବିଜେପିରୁ ପ୍ରାଥମିକ ସଦସ୍ୟ ପଦରୁ ଇସ୍ତଫା ଦେଇଥିଲେ ଭୃଗୁ । ରାଜ୍ୟ ସଭାପତି ମନମୋହନ ସାମଲଙ୍କ ନିକଟକୁ ପଠାଇଥିଲେ ଇସ୍ତଫାପତ୍ର । ୨୦୧୯ରେ ବ୍ରହ୍ମପୁରରୁ ବିଜେପି ଲୋକସଭା ପ୍ରାର୍ଥୀ ଥିଲେ ଭୃଗୁ ।

ସେପଟେ ବିଜେଡିରେ ଯୋଗ ଦେଇଛନ୍ତ ସାଲେପୁରର ପୂର୍ବତନ ବିଧାୟକ ପ୍ରକାଶ ବେହେରା । ବିଜେପିରୁ ଇସ୍ତଫା ଦେବା ପରେ ବୁଧବାର ସେ ବିଜେଡିରେ ସାମିଲ ହେଇଛନ୍ତି । ଶଙ୍ଖ ଭବନରେ ବିଧିବଦ୍ଧ ଭାବେ ସେ ଶଙ୍ଖ ଫୁଙ୍କିଛନ୍ତି । ବିଜେଡି ସାଂସଦ ମାନସ ମଙ୍ଗରାଜ, ବିଧାୟକ ପ୍ରତାପ ଜେନା, କେନ୍ଦ୍ରାପଡା ସାଂସଦ ପ୍ରାର୍ଥୀ ଅଂଶୁମାନ ମହାନ୍ତିଙ୍କ ଉପସ୍ଥିତି ପ୍ରକାଶ ବେହେରା ବୁଧବାର ବିଜେଡିରେ ସାମିଲ ହେଇଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ