Masthead

ମହିଳା ସରପଞ୍ଚଙ୍କ ସନ୍ଦେହଜନକ ମୃତ୍ୟୁ

ଧର୍ମଶାଳା(ବଡ଼ ଖବର ବ୍ୟୁରୋ): ଯାଜପୁର ଜିଲ୍ଲା ଜେନାପୁର ପଞ୍ଚାୟତରେ ମହିଳା ସରପଞ୍ଚଙ୍କ ସନ୍ଦେହଜନକ ମୃତ୍ୟୁ । ମହିଳା ସରପଞ୍ଚ ସିପା ଲତା ମଲ୍ଲିକ । ସିପା ଗତ ୨୦୨୨ ମସିହାରେ ସରପଞ୍ଚ ଭାବେ ନିର୍ବାଚିତ ହୋଇଥିଲେ। ସିପା ଜେନାପୁର ଦଳିତ ସାହିର ଶୁକଦେବ ମଲ୍ଲିକଙ୍କୁ ବିବାହ କରିଥିଲେ। ପାରିବାରିକ କଳହରୁ ମୃତ୍ୟୁ ହୋଇଥିବା ସୀପାଙ୍କ ଭାଇ ଅଭିଯୋଗ କରିଛନ୍ତି । ମୃତ ଦେହ ଧର୍ମଶାଳା ମେଡିକାଲରେ ଭର୍ତ୍ତି କରାଯାଇଥିବା ବେଳେ ଆତ୍ମହତ୍ୟାର ପ୍ରକୃତ କାରଣ ଜଣାପଡି ନାହିଁ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ 🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ