Masthead

ଦୁଇ ଏସପି ଓ ଜଣେ ଡିସିପିଙ୍କୁ ନିଯୁକ୍ତି ଦେଲେ ନିର୍ବାଚନ କମିଶନ

ଭୁବନେଶ୍ଵର (ବଡ଼ ଖବର ବ୍ୟୁରୋ): ଦୁଇ ଏସପି ଓ ଜଣେ ଡିସିପିଙ୍କୁ ନୂଆ ଦାୟିତ୍ୱ ଅନୁମତି । ନୂଆ ଦାୟିତ୍ୱ ନେଇ ଇସିଆଇଙ୍କ ଅନୁମତି । ବ୍ରିଜେଶ କୁମାର ରାୟ ହେଲେ ରାଉରକେଲା ଏସପି । ଡ.ଉମାଶଙ୍କର ଦାଶ ହେଲେ ଅନୁଗୁଳ ଏସପି । ସେହିପରି କଟକର ନୂଆ ଡିସିପି ହେଲେ ପ୍ରକାଶ.ଆରଙ୍କୁ ନିଯୁକ୍ତି ମିଳିଛି। ଏନେଇ ମୁଖ୍ୟ ଶାସନ ସଚିବଙ୍କୁ ଚିଠି ଲେଖିଛନ୍ତି ନିର୍ବାଚନ କମିସନ।

ରାଜ୍ୟରେ ସାଧାରଣ ନିର୍ବାଚନକୁ ଅବାଧ ଓ ନିରପକ୍ଷେ କରିବା ପାଇଁ ୮ ପ୍ରଶାସନିକ ଅଧିକାରୀଙ୍କୁ ନିର୍ବାଚନ ସଂକ୍ରାନ୍ତ କାର୍ୟ୍ୟରୁ ଦୂରେଇ ରଖିବାକୁ ମୁଖ୍ୟ ଶାସନ ସଚିବଙ୍କୁ ନିର୍ଦ୍ଦେଶ ଦେଇଥିଲେ ନିର୍ବାଚନ କମିସନ। ସେମାନଙ୍କ ମଧ୍ୟରେ ଥିଲେ କେନ୍ଦ୍ରାଞ୍ଚଳ ରେଞ୍ଜ ପୁଲିସ ଆଇଜି ଆଶୀଷ ସିଂ, ଜଗତସିଂହପୁର ଓ କଟକ ଜିଲ୍ଲାପାଳଙ୍କ ସମେତ ୫ଜଣ ଏସପି। ଶୁକ୍ରବାର ୩ଟି ପଦବୀରେ ୩ଜଣ ଅଫିସର ନିଯୁକ୍ତ ହୋଇଥିବା ବେଳେ ଖୁବଶୀଘ୍ର ଅନ୍ୟ ପଦବୀରେ ନିଯୁକ୍ତି ଦିଆଯିବ ବୋଲି ଜଣାପଡିଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଟିକେଟ କଳାବଜାରୀ, ୪ ଅଟକ 🔴 ଆଜି ବାରବାଟୀରେ କରିବେ ଅଭ୍ୟାସ ଉଭୟ ଟିମ୍‌ର ଖେଳାଳି 🔴 ହାଡ଼ଭଙ୍ଗା ଜାଡ଼ରେ ପୂରା ରାଜ୍ୟ ଥରିବ 🔴 ‘୨୪ ଘଣ୍ଟାରେ ଉତ୍ତର ଦିଅ…ନହେଲେ କାର୍ଯ୍ୟାନୁଷ୍ଠାନ’ 🔴 ୩୧୨ କୋଟି ଟଙ୍କାର ପ୍ରକଳ୍ପର ଶିଳାନ୍ୟାସ କରିବେ ମୁଖ୍ୟମନ୍ତ୍ରୀ 🔴 ମହାପ୍ରଭୁଙ୍କ ଛୁଆଁ ମହାସ୍ନାନ 🔴 କାଲୁଆ ପବନ କରିବ କଲବଲ 🔴 ଆଜି ବି ସରଗରମ ରହିବ ବିଧାନସଭା 🔴 ଶୀତରେ ଥରୁଛି ପୂରା ଓଡ଼ିଶା 🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଟିକେଟ କଳାବଜାରୀ, ୪ ଅଟକ 🔴 ଆଜି ବାରବାଟୀରେ କରିବେ ଅଭ୍ୟାସ ଉଭୟ ଟିମ୍‌ର ଖେଳାଳି 🔴 ହାଡ଼ଭଙ୍ଗା ଜାଡ଼ରେ ପୂରା ରାଜ୍ୟ ଥରିବ 🔴 ‘୨୪ ଘଣ୍ଟାରେ ଉତ୍ତର ଦିଅ…ନହେଲେ କାର୍ଯ୍ୟାନୁଷ୍ଠାନ’ 🔴 ୩୧୨ କୋଟି ଟଙ୍କାର ପ୍ରକଳ୍ପର ଶିଳାନ୍ୟାସ କରିବେ ମୁଖ୍ୟମନ୍ତ୍ରୀ 🔴 ମହାପ୍ରଭୁଙ୍କ ଛୁଆଁ ମହାସ୍ନାନ 🔴 କାଲୁଆ ପବନ କରିବ କଲବଲ 🔴 ଆଜି ବି ସରଗରମ ରହିବ ବିଧାନସଭା 🔴 ଶୀତରେ ଥରୁଛି ପୂରା ଓଡ଼ିଶା 🔴 କାଉଣ୍ଟର ଆଗରେ ଲମ୍ବା ଲାଇନ