କଂଗ୍ରେସକୁ ଝଟକା, ହାତ ଛାଡିଲେ ବିଶ୍ୱଭୂଷଣ ଦାସ

ଭୁବନେଶ୍ଵର (ବଡ଼ ଖବର ବ୍ୟୁରୋ): କଂଗ୍ରେସକୁ ଆଉ ଏକ ଝଟକା। ହାତ ଛାଡିଲେ ବିଶ୍ୱଭୂଷଣ ଦାସ। ପିସିସି ଉପସଭାପତି ଥିଲେ ବିଶ୍ୱଭୂଷଣ । ସେ ତାଙ୍କର ଇସ୍ତଫାପତ୍ର ପିସିସି ସଭାପତି ଶରତ ପଟ୍ଟନାୟକଙ୍କ ନିକଟକୁ ପଠାଇ ଦେଇଛନ୍ତି। ତେବେ ବିଶ୍ୱ ଭୂଷଣ କେଉଁ କାରଣ ପାଇଁ ଦଳ ଛାଡ଼ିଲେ ସେନେଇ ସ୍ପଷ୍ଟ ହୋଇନାହିଁ। ୨୦୦୯ ଓ ୨୦୧୯ରେ କାକଟପୁରରୁ ବିଧାୟକ ପ୍ରାର୍ଥୀ ଥିଲେ। ଛାତ୍ର ଓ ଯୁବ କଂଗ୍ରେସରେ ତାଙ୍କର ବେଶ୍ ଦବଦବା ଥିଲା।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ