Masthead

ବିଜେପିରେ ମିଶିଲେ ଜଗତସିଂହପୁରର ପୂର୍ବତନ ଜିଲ୍ଲା ବିଜେଡି ସଭାପତି ଅମରେନ୍ଦ୍ର ଦାସ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ବିଜେପିରେ ଯୋଗଦେଲେ ଜଗତସିଂହପୁରର ପୂର୍ବତନ ଜିଲ୍ଲା ବିଜେଡି ସଭାପତି ଅମରେନ୍ଦ୍ର ଦାସ । ବିଜେପି ରାଜ୍ୟ କାର୍ୟ୍ୟାଳୟକୁ ଆସି ଆନୁଷ୍ଠାନିକ ଭାବେ ହେଲେ ସାମିଲ । ବିଜେଡି ଟିକେଟ ନଦେବାରୁ ଅସନ୍ତୁଷ୍ଟ ଥିଲେ ଅମରେନ୍ଦ୍ର । ବିଜେଡି ଜଗତସିଂହପୁର ଆସନ ପାଇଁ ପ୍ରଶାନ୍ତ ମୁଦୁଲିଙ୍କୁ ପ୍ରାର୍ଥୀ କରିଛି । କିନ୍ତୁ ଅମରେନ୍ଦ୍ର ଦାସ ମଧ୍ୟ ଜଗତସିଂହପୁର ଆସନ ପାଇଁ ଆଶାୟୀ ଥିଲେ । ଟିକେଟ୍ ନମିଳିବା ପରେ ନିରାଶ ହୋଇ ଅମରେନ୍ଦ୍ର ଦାସ ଦଳ ଛାଡିଥିବା କୁହାଯାଉଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଖସିଲା ତେଲ ବଢିଲା ସୁନା ଦର 🔴 ଆମେରିକା-ଇରାନ୍ ଚୁକ୍ତିର ୧୪ ବଡ଼ ସର୍ତ୍ତ 🔴 ୭ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି 🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ନେଇ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଖସିଲା ତେଲ ବଢିଲା ସୁନା ଦର 🔴 ଆମେରିକା-ଇରାନ୍ ଚୁକ୍ତିର ୧୪ ବଡ଼ ସର୍ତ୍ତ 🔴 ୭ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି 🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ନେଇ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ