Masthead

ଲୋକସଭା ନିର୍ବାଚନ ନେଇ ଇସ୍ତାହାର ପ୍ରକାଶ କଲା କଂଗ୍ରେସ

ନୂଆଦିଲ୍ଲୀ(ବଡ଼ ଖବର ବ୍ୟୁରୋ): ଲୋକସଭା ନିର୍ବାଚନ ନେଇ ଇସ୍ତାହାର ପ୍ରକାଶ କଲା କଂଗ୍ରେସ । ଏହି ଘୋଷଣାପତ୍ର ୫ ‘ନ୍ୟାୟ’ ଏବଂ ୨୫ ‘ଗ୍ୟାରେଣ୍ଟି’ ଉପରେ ଆଧାରିତ। ଦିଲ୍ଲୀ ମୁଖ୍ୟାଳୟରେ ଇସ୍ତାହାର ଜାରିକଲା କଂଗ୍ରେସ । ନିର୍ବାଚନ ଇସ୍ତାହାରରେ ୫ଟି ଗ୍ୟାରେଣ୍ଟି ନେଇ ପ୍ରତିଶ୍ରୁତି । ମଲିକାର୍ଜ୍ଜୁନ ଖଡଗେ, ସୋନିଆ ଗାନ୍ଧି ଓ ବରିଷ୍ଠ ନେତା ଉପସ୍ଥିତ । ବୈଠକରେ କୃଷକ, ଶ୍ରମିକ, ମହିଳା, ଯୁବବର୍ଗ ଏବଂ ବେରୋଜଗାର ଉପରେ ଦଳ ଫୋକସ କରିଛି ।

ଜାତିଗତ ଜନଗଣନା କରିବାକୁ ଇସ୍ତାହାରରେ ପ୍ରତିଶ୍ରୁତି । ମନରେଗାରେ ଦୈନିକ ମଜୁରୀ ୪୦୦ ଟଙ୍କାକୁ ବୃଦ୍ଧି କରିବାକୁ ପ୍ରତିଶ୍ରୁତି । ୧ ଲକ୍ଷ ଟଙ୍କା ଦରମାରେ ଯୁବକଙ୍କୁ ନିଯୁକ୍ତି, ଋଣଛାଡ଼ ପ୍ରତିଶ୍ରୁତି । ଫସଲର ସର୍ବନିମ୍ନ ସହାୟକ ମୂଲ୍ୟ ପାଇଁ ଲିଗାଲ ଗ୍ୟାରେଣ୍ଟି । ମହାଲକ୍ଷ୍ମୀ ଯୋଜନାରେ ଗରିବ ପରିବାରକୁ ବାର୍ଷିକ ୧ ଲକ୍ଷ ଟଙ୍କା ପ୍ରତିଶ୍ରୁତି । ସାମାଜିକ ସୁରକ୍ଷା ଭତ୍ତା ମାସିକ ୧ ହଜାରକୁ ବୃଦ୍ଧି ନେଇ ପ୍ରତିଶ୍ରୁତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’