Masthead

ବକେୟା ପାଉଣା ଦାବିରେ ଶ୍ରମିକଙ୍କ ଧାରଣା

ସୁକିନ୍ଦା, (ବଡ଼ ଖବର ବ୍ୟୁରୋ): ବକେୟା ପାଉଣା ପାଇଁ କାର୍ଯ୍ୟରତ ଶ୍ରମିକଙ୍କ ଧାରଣା । ଯାଜପୁର ଜିଲ୍ଲା ସୁକିନ୍ଦା କାଳିଆପାଣି ଥାନା ଅଞ୍ଚଳରେ ଥିବା ବାଲେଶ୍ୱର ଅଲୋଏଜ୍ ଖଣି ସାମ୍ନାରେ ଶ୍ରମିକମାନେ ଧାରଣା ଦେଇଛନ୍ତି। ବର୍ଷ ଧରି ବାଲେଶ୍ୱର ଆଲୋଏଜରେ କାମ କରୁଥିବା ୧ ହଜାରୁ ଅଧିକ ଶ୍ରମିକ ବକେୟା ପାଉଣା ଦାବିରେ ଆଜି ଧାରଣାରେ ବସିଛନ୍ତି। ଲକଡାଉନ୍ ସମୟରେ ଖଣି କାମ କରିଥିଲେ ମଧ୍ୟ ସେମାନେ ଦରମାରୁ ବଞ୍ଚିତ ରହିଥିବା ବେଳେ ଆଜି ଖଣି ଫାଟକ ସମୁଖରେ ବସି ନିଜ ହକ୍ ପାଇଁ ନାରାବାଜି କରିଥିଲେ। ପରିସ୍ଥିତିକୁ ଦୃଷ୍ଟିରେ ରଖି ଘଟଣାସ୍ଥଳରେ ପୋଲିସ ମୁତୟନ କରାଯାଇଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି 🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି