Masthead

ବହୁପଦର ସେବାଶ୍ରମରେ ମଧ୍ୟାହ୍ନ ଭୋଜନ ଖାଇ ୧୧ ଛାତ୍ରୀ ଅସୁସ୍ଥ

ଗୁଣପୁର (ବଡ଼ ଖବର ବ୍ୟୁରୋ): ମଧ୍ୟାହ୍ନ ଭୋଜନ ଖାଇ ୧୧ ଛାତ୍ରୀ ଅସୁସ୍ଥ । ରାୟଗଡ଼ା ଜିଲ୍ଲା ପଦ୍ମପୁର ବ୍ଲକ ବହୁପଦର ସେବାଶ୍ରମ ବିଦ୍ୟାଳୟର ୧୧ ଛାତ୍ରୀ ଅସୁସ୍ଥ । ମଧ୍ୟାହ୍ନ ଭୋଜନ କରିବା ପରେ ଝାଡା,ବାନ୍ତି ଏବଂ ଜ୍ଵର ହୋଇଥିଲା । ସେବାଶ୍ରମରେ ପ୍ରାଥମିକ ଚିକିତ୍ସା ପରେ ସମସ୍ତ ୧୧ ଛାତ୍ରୀଙ୍କୁ ପଦ୍ମପୁର ଗୋଷ୍ଠି ସ୍ୱାସ୍ଥ୍ୟ କେନ୍ଦ୍ରକୁ ଅଣା ଯାଇଥିଲା । ତେବେ ଚିକିତ୍ସା ପରେ ସମସ୍ତଙ୍କ ସ୍ୱାସ୍ଥ୍ୟ ଅବସ୍ଥା ସ୍ଥିର ଥିବା ଡାକ୍ତର ସୂଚନା ଦେଇଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ବନ୍ୟାଞ୍ଚଳ ଗୁଡିକୁ ସରକାରଙ୍କ ବଡ ଘୋଷଣା 🔴 ନୌସେନା ଯବାନଙ୍କ ପରିବାରକୁ ଶେଷ ବିଦାୟ,ଏକାଠି ଜଳିଲା ୪ ଜଣଙ୍କ ଜୁଇ 🔴 ପାଚେରୀ ଡେଇଁ ହଷ୍ଟେଲରୁ ୬ ଅନ୍ତେବାସୀ ଫେରାର 🔴 ବନ୍ୟା ଘେରରେ ୩୦ରୁ ଅଧିକ ପରିବାର 🔴 ୩ରାଜ୍ୟ ପାଇଁ ପ୍ରଭାରୀ ଓ ସହପ୍ରଭାରୀ ନିଯୁକ୍ତି 🔴 ଆଜି ବି ପ୍ରବଳ ବର୍ଷିବ; ୨ ଜିଲ୍ଲାକୁ ରେର୍ଡ, ୮ ଜିଲ୍ଲାକୁ ଅରେଞ୍ଜ ଆଲର୍ଟ 🔴  ଲଗାଣ ବର୍ଷାରେ ଦବିଲା ରେଳ ଲାଇନ୍ 🔴 ସରିଲା DGP ଯୋଗେଶ ବାହାଦୂର ଖୁରାନିଆଙ୍କ କାର୍ଯ୍ୟକାଳ 🔴 ଟିଏମ୍‌ସି ନେତାଙ୍କ ମୃତଦେହ ଉଦ୍ଧାର 🔴 ଲଘୁଚାପ ବର୍ଷା ଚାଷୀଙ୍କ ମୁଣ୍ଡରେ ସାଜିଛି ଚଡ଼କ 🔴 ବନ୍ୟାଞ୍ଚଳ ଗୁଡିକୁ ସରକାରଙ୍କ ବଡ ଘୋଷଣା 🔴 ନୌସେନା ଯବାନଙ୍କ ପରିବାରକୁ ଶେଷ ବିଦାୟ,ଏକାଠି ଜଳିଲା ୪ ଜଣଙ୍କ ଜୁଇ 🔴 ପାଚେରୀ ଡେଇଁ ହଷ୍ଟେଲରୁ ୬ ଅନ୍ତେବାସୀ ଫେରାର 🔴 ବନ୍ୟା ଘେରରେ ୩୦ରୁ ଅଧିକ ପରିବାର 🔴 ୩ରାଜ୍ୟ ପାଇଁ ପ୍ରଭାରୀ ଓ ସହପ୍ରଭାରୀ ନିଯୁକ୍ତି 🔴 ଆଜି ବି ପ୍ରବଳ ବର୍ଷିବ; ୨ ଜିଲ୍ଲାକୁ ରେର୍ଡ, ୮ ଜିଲ୍ଲାକୁ ଅରେଞ୍ଜ ଆଲର୍ଟ 🔴  ଲଗାଣ ବର୍ଷାରେ ଦବିଲା ରେଳ ଲାଇନ୍ 🔴 ସରିଲା DGP ଯୋଗେଶ ବାହାଦୂର ଖୁରାନିଆଙ୍କ କାର୍ଯ୍ୟକାଳ 🔴 ଟିଏମ୍‌ସି ନେତାଙ୍କ ମୃତଦେହ ଉଦ୍ଧାର 🔴 ଲଘୁଚାପ ବର୍ଷା ଚାଷୀଙ୍କ ମୁଣ୍ଡରେ ସାଜିଛି ଚଡ଼କ