Masthead

ଜଳୁଛି ରାଜଧାନୀ ଭୁବନେଶ୍ବର; ୪୪ ଡିଗ୍ରୀ ଛୁଇଁଲା ତାପମାତ୍ରା

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ପ୍ରଚଣ୍ଡ ତାତିରେ ଜଳୁଛି ସାରା ରାଜ୍ୟ।ରାଜଧାନୀ ଭୁବନେଶ୍ବର ସହ ସାରା ରାଜ୍ୟରେ ପ୍ରବଳ ଖରା ଅନୁଭୂତ ହେଉଛି। ୪୪ ଡିଗ୍ରୀ ଛୁଇଁଲା ତାପମାତ୍ରା । ସର୍ବାଧିକ ତାପମାତ୍ରା ନେଇ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା । ଆଜି ତାପମାତ୍ରା ଆହୁରି ବଢ଼ିବା ନେଇ ଆଶଙ୍କା କରୁଛି ପାଣିପାଗ ବିଭାଗ । ଆସନ୍ତା ଦୁଇ ଦିନ ପର୍ଯ୍ୟନ୍ତ ପାଗରେ ପରିବର୍ତ୍ତନ ହେବ ନାହିଁ ଏବଂ ତାପମାତ୍ରା ୨ରୁ ୩ ଡିଗ୍ରୀ ବୃଦ୍ଧି ପାଇବାର ସମ୍ଭାବନା ଅଛି ବୋଲି ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ଅନୁମାନ କରିଛି । ରାଜ୍ୟର କେତେକ ସ୍ଥାନରେ ତାପମାତ୍ରା ୪୫ଡିଗ୍ରୀ ପହଞ୍ଚିବ ବୋଲି ପାଣିପାଗ ବିଜ୍ଞାନୀ ମାନେ ଅନୁମାନ କରିଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ‘ବନ୍ୟା ସ୍ଥିତି ସମ୍ପୂର୍ଣ୍ଣ ନିୟନ୍ତ୍ରଣାଧୀନ’ 🔴 ପାର୍କ ନାଁରେ ହରିଲୁଟ 🔴 ଭିଜିଲାନ୍ସ ଜାଲରେ ଯୁଗ୍ମ ନିର୍ଦ୍ଦେଶକ 🔴 ଆଡପ ମଣ୍ଡପରେ ମହାପ୍ରଭୁ 🔴 ମୟୂରଭଞ୍ଜରେ ପ୍ରବଳ ବର୍ଷା ପାଇଁ ରେଡ ଆଲର୍ଟ 🔴 ଜନ୍ମ ବେଦୀକୁ ବିଜେ କରିବେ ମଣିମା 🔴 ୧୧ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ 🔴 ପୁରୀରେ ଅଘଟଣ, ଶରଧାବାଲିରେ ଚାଲିଗଲା ୩ ଭକ୍ତଙ୍କ ଜୀବନ 🔴 ଏକାଠି ଜଳିଲା ତିନି ଭାଇଙ୍କ ଜୁଇ 🔴 ଆଉ ନାହାନ୍ତି କାଣ୍ଟା ଲଗା ଫେମ୍ ସେଫାଳୀ 🔴 ‘ବନ୍ୟା ସ୍ଥିତି ସମ୍ପୂର୍ଣ୍ଣ ନିୟନ୍ତ୍ରଣାଧୀନ’ 🔴 ପାର୍କ ନାଁରେ ହରିଲୁଟ 🔴 ଭିଜିଲାନ୍ସ ଜାଲରେ ଯୁଗ୍ମ ନିର୍ଦ୍ଦେଶକ 🔴 ଆଡପ ମଣ୍ଡପରେ ମହାପ୍ରଭୁ 🔴 ମୟୂରଭଞ୍ଜରେ ପ୍ରବଳ ବର୍ଷା ପାଇଁ ରେଡ ଆଲର୍ଟ 🔴 ଜନ୍ମ ବେଦୀକୁ ବିଜେ କରିବେ ମଣିମା 🔴 ୧୧ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ 🔴 ପୁରୀରେ ଅଘଟଣ, ଶରଧାବାଲିରେ ଚାଲିଗଲା ୩ ଭକ୍ତଙ୍କ ଜୀବନ 🔴 ଏକାଠି ଜଳିଲା ତିନି ଭାଇଙ୍କ ଜୁଇ 🔴 ଆଉ ନାହାନ୍ତି କାଣ୍ଟା ଲଗା ଫେମ୍ ସେଫାଳୀ