Masthead

ପାରିବାରିକ କଳହର ଉଗ୍ର ରୂପ, ସ୍ବାମୀ ଆଗରେ ଶିଶୁକୁ ଧରି ନଦୀକୁ ଡେଇଁଲା ସ୍ତ୍ରୀ

କେନ୍ଦ୍ରାପଡ଼ା(ବଡ଼ ଖବର ବ୍ୟୁରୋ): ସ୍ୱାମୀ ଆଗରେ ଶିଶୁପୁତ୍ରକୁ ଧରି ନଦୀକୁ ଡେଇଁ ସ୍ତ୍ରୀର ଅତ୍ମହତ୍ୟା ଉଦ୍ୟମ । ଏଭଳି ଘଟଣା ଦେଖିବାକୁ ମିଳିଛି କେନ୍ଦ୍ରାପଡ଼ା ଜିଲ୍ଲା ଆଳି ଅଟଳ ଖନ୍ଦଳ ଗାଁରେ । ଗଡ଼ଗଡ଼ି ବ୍ରିଜ ଉପରୁ ଖରସ୍ରୋତା ନଦୀକୁ ଡେଇଁପଡିଲେ ମହିଳା । ମହିଳା ଜଣକ ଡେଇଁପଡ଼ିବା ପରେ ସ୍ଥାନୀୟ ଲୋକ ତୁରନ୍ତ ଡଙ୍ଗା ନେଇ ନଦୀକୁ ଯାଇଥିଲେ ଏବଂ ଖୋଜାଖୋଜି କରି ଉଭୟ ମାଆ ଓ ଛୁଆକୁ ଉଦ୍ଧାର କରି ଆଳି ମେଡିକାଲରେ ଭର୍ତ୍ତି କରିଛନ୍ତି । ଉଭୟଙ୍କ ସ୍ୱାସ୍ଥ୍ୟ ଅବସ୍ଥା ଠିକ ଥିବା ଆଳି ଡାକ୍ତର ସୂଚନା ଦେଇଛନ୍ତି । ତେବେ ପାରିବାରିକ କଳହକୁ କେନ୍ଦ୍ର କରି କନ୍ଦଳ ଗାଁର ମନୀଷା ବେହେରା ଓ ତାଙ୍କ ପୁଅ ନଦୀକୁ ଡେଇଁପଡିଥିବା ସୂଚନା ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ