Masthead

ପ୍ରଚାର ମୈଦାନରେ ସୁରେଶ ରାଉତରାୟ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଭୁବନେଶ୍ୱର ଏମ୍‌ପି ପ୍ରାର୍ଥୀ ମନ୍ମଥ ରାଉତରାୟଙ୍କ ପାଇଁ ସୁରେଶ ରାଉତରାୟଙ୍କ ପ୍ରଚାର ଆରମ୍ଭ କରିଛନ୍ତି। ଆଜି ସକାଳୁ ସକାଳୁ ଭୁବନେଶ୍ୱର ବୁଦ୍ଧ ପାର୍କରେ ପହଞ୍ଚି ସୁର ରାଉତରାୟ ପୁଅ ମନ୍ମଥଙ୍କ ପାଇଁ ଭୋଟ ମାଗିଛନ୍ତି। ଏହି ସମୟରେ ପୁଅ ମନ୍ମଥ, ଭୁବନେଶ୍ୱର ମେୟର ସୁଲୋଚନା ଦାସ, ଭୁବନେଶ୍ୱର ଉତ୍ତର ବିଧାୟକ ପ୍ରାର୍ଥୀ ସୁଶାନ୍ତ ରାଉତ ଉପସ୍ଥିତ ଥିଲେ।

ବାପା ହିସାବରେ ପୁଅ ପାଇଁ ଭୋଟ ମାଗୁଥିବା ସୁର କହିଛନ୍ତି । ଅଳ୍ପ କିଛି ସମୟ ପୁଅଙ୍କ ସହ ରହି ପାର୍କରେ ପ୍ରଚାର କରିବା ପରେ ସେଠାରୁ ଚାଲି ଯାଇଥିଲେ ସୁର । ସେପଟେ ବାପାଙ୍କ ସହ ପାର୍କରେ ଲୋକଙ୍କୁ ଭେଟିବା ପରେ ମନ୍ମଥ କହିଛନ୍ତି, ବିଜୁ ଜନତା ଦଳ ଓ ମୁଖ୍ୟମନ୍ତ୍ରୀଙ୍କ ଉପରେ ସମସ୍ତଙ୍କ ଭରସା ରହିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଆମେରିକା-ଇରାନ୍ ଚୁକ୍ତିର ୧୪ ବଡ଼ ସର୍ତ୍ତ 🔴 ୭ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି 🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ନେଇ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆମେରିକା-ଇରାନ୍ ଚୁକ୍ତିର ୧୪ ବଡ଼ ସର୍ତ୍ତ 🔴 ୭ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି 🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ନେଇ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ