Masthead

ମର୍ମନ୍ତୁଦ ଦୁର୍ଘଟଣା, ୨ଦଣ୍ଡୁଆ ମୃତ

ସେରଗଡ଼ (ବଡ଼ ଖବର ବ୍ୟୁରୋ): ହିଞ୍ଜିଳି ଥାନା ସୋମପୁର ଛକରେ ମର୍ମନ୍ତୁଦ ଦୁର୍ଘଟଣା । ୨ଦଣ୍ଡୁଆଙ୍କ ମୃତ୍ୟୁ ହୋଇଥିବା ବେଳେ ୧୨ରୁ ଅଧିକ ଦଣ୍ଡୁଆ ଆହତ ହୋଇଛନ୍ତି । ବ୍ରହ୍ମପୁରରୁ ଦଣ୍ଡଯାତ୍ରା ସାରି କ୍ଷତ୍ରୀୟ ବ୍ରହ୍ମପୁର ଅଭିମୁଖେ ଯାଉଥିବା ବେଳେ ରାତ୍ର ପ୍ରାୟ ସାଢେ ୩ଟା ସମୟରେ ଏହି ଦୁର୍ଘଟଣା ଘଟିଛି । ଡ୍ରାଇଭରଙ୍କ ଆଖିପତା ପଡିଯିବାରୁ ଏଭଳି ଦୁର୍ଘଟଣା ଘଟିଥିବା ସୂଚନା ରହିଛି । ଖବର ପାଇ ହିଞ୍ଜିଳି ପୁଲିସ ଘଟଣା ସ୍ଥଳରେ ପହଂଚି ଆହତଙ୍କୁ ଉଦ୍ଧାର ସ୍ଥାନୀୟ ମେଡ଼ିକାଲରେ ଭର୍ତ୍ତି କରିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଆମେରିକାରେ ପାସ୍ ହେଲା ‘ୱାନ୍ ବିଗ୍ ବିୟୁଟିଫୁଲ ବିଲ୍’ 🔴 TVK ପାର୍ଟିର ମୁଖ୍ୟମନ୍ତ୍ରୀ ଚେହେରା ହେବେ ଅଭିନେତା ବିଜୟ 🔴 ଗୁଣ୍ଡିଚା ମନ୍ଦିରରେ ମହାପ୍ରଭୁଙ୍କ ଆଜି ନବମୀ ସନ୍ଧ୍ୟା ଦର୍ଶନ 🔴 OAS ସଂଘ ଆନ୍ଦୋଳନ ପ୍ରତ୍ୟାହୃତ 🔴 ୪ ଜିଲ୍ଲାରେ ପ୍ରବଳ ବର୍ଷିବ ! 🔴 ପାକିସ୍ତାନ ସୀମା ଜଗିବ ଆପାଚି 🔴 ଭାରତ ଆସିବେ ପାକିସ୍ତାନ ଖେଳାଳି 🔴 ବନ୍ୟାପାଣି ଘେରରେ ଜୀବନ 🔴 ଘାନାରେ ମୋଦିଙ୍କୁ ସର୍ବୋଚ୍ଚ ସମ୍ମାନରେ ସମ୍ମାନିତ 🔴 ଅତି ପ୍ରବଳ ବର୍ଷା ନେଇ ୭ ଜିଲ୍ଲାକୁ ଆଲର୍ଟ 🔴 ଆମେରିକାରେ ପାସ୍ ହେଲା ‘ୱାନ୍ ବିଗ୍ ବିୟୁଟିଫୁଲ ବିଲ୍’ 🔴 TVK ପାର୍ଟିର ମୁଖ୍ୟମନ୍ତ୍ରୀ ଚେହେରା ହେବେ ଅଭିନେତା ବିଜୟ 🔴 ଗୁଣ୍ଡିଚା ମନ୍ଦିରରେ ମହାପ୍ରଭୁଙ୍କ ଆଜି ନବମୀ ସନ୍ଧ୍ୟା ଦର୍ଶନ 🔴 OAS ସଂଘ ଆନ୍ଦୋଳନ ପ୍ରତ୍ୟାହୃତ 🔴 ୪ ଜିଲ୍ଲାରେ ପ୍ରବଳ ବର୍ଷିବ ! 🔴 ପାକିସ୍ତାନ ସୀମା ଜଗିବ ଆପାଚି 🔴 ଭାରତ ଆସିବେ ପାକିସ୍ତାନ ଖେଳାଳି 🔴 ବନ୍ୟାପାଣି ଘେରରେ ଜୀବନ 🔴 ଘାନାରେ ମୋଦିଙ୍କୁ ସର୍ବୋଚ୍ଚ ସମ୍ମାନରେ ସମ୍ମାନିତ 🔴 ଅତି ପ୍ରବଳ ବର୍ଷା ନେଇ ୭ ଜିଲ୍ଲାକୁ ଆଲର୍ଟ