Masthead

୨୬ କ୍ୱିଣ୍ଟାଲ ମହୁଲ ଫୁଲ ଜବତ

ପାଟଣାଗଡ (ବଡ଼ ଖବର ବ୍ୟୁରୋ): ୨୬ କ୍ୱିଣ୍ଟାଲ ମହୁଲ ଫୁଲ ଜବତ କଲା ପାଟଣାଗଡ ଅବକାରି ବିଭାଗ । ତା ସହ ଏକ ବୋଲେରୋ ପିକଅପ ଗାଡିକୁ ଜବତ କରିବା ସହ ଡ୍ରାଇଭରକୁ ଗିରଫ କରିଛି । ସୂଚନା ଅନୁଯାୟୀ ଗତକାଲି ରାତିରେ ଅବକାରୀ ଟିମ ପାଟ୍ରୋଲିଂ କରୁଥିବା ସମୟରେ ରେଙ୍ଗାଲି – ଖୁର୍ସେଲ ରାସ୍ତାରେ ଏକ ପିକଅପ ଗାଡି ମହୁଲ ଫୁଲ ନେଇ ଯାଉଥିବା ଜାଣି ତାକୁ ଅଟକାଇଥିଲେ ।

ଗାଡିରୁ ୨୫.୫୨ କ୍ୱିଂଟାଲ ମହୁଲ ଫୁଲ ଥିବାରୁ ତାକୁ ଜବତ କରିବା ସହ ଗାଡିକୁ ଅଟକ ରଖିଥିଲେ । ଗାଡି ଡ୍ରାଇଭର ଅନନ୍ତ ସାହୁଙ୍କୁ ଗିରଫ କରିଥିବା ବେଳେ ଏନେଇ ଆହୁରି ତଦନ୍ତ ଚାଲିଥିବା ଅବକାରୀ ଇନ୍ସପେକ୍ଟର ରାଜକୁମାର ବେହେରା ସୂଚନା ଦେଇଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ବାବୁଙ୍କ ଘରୁ ମିଳିଲାଣି ଅଧାକିଲୋ ସୁନା 🔴 ପୁଣି ରାଜନୀତିକୁ ନେଇ ମନ୍ତବ୍ୟ ଦେଲେ ପାଣ୍ଡିଆନ 🔴 ଆଜି ଆସୁଛନ୍ତି ରାଷ୍ଟ୍ରପତି 🔴 ସମ୍ବଲପୁରରେ ଶୀତଳଷଷ୍ଠୀର ଧୁମ୍ 🔴 ଆସନ୍ତାକାଲି ଓଡିଶା ଆସିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ 🔴 ଅନୁଗୁଳରେ ଡବଲ ଏନକାଉଣ୍ଟର 🔴 ଆସନ୍ତା ୨୨ ତାରିଖ ଯାଏଁ ପ୍ରବଳ ଛେଚିବ 🔴 ୪୦୨ରନ୍ ଭାରତକୁ ବିଜୟ ଦେଇପାରେ 🔴 ପାଠ୍ୟପୁସ୍ତକ ପ୍ରସ୍ତୁତି କର୍ତ୍ତା ଓଡ଼ିଶା ଓ ଓଡ଼ିଆ ବୁଝନ୍ତି ତ? 🔴 ପାଠ୍ୟପୁସ୍ତକ ତ୍ରୁଟି ଉପରେ ମୁଖ୍ୟମନ୍ତ୍ରୀଙ୍କ କଡା ଆଭିମୁଖ୍ୟ , ତଦନ୍ତ ପାଇଁ ଗଠନ ହେଲା ଉଚ୍ଚସ୍ତରୀୟ କମିଟି 🔴 ବାବୁଙ୍କ ଘରୁ ମିଳିଲାଣି ଅଧାକିଲୋ ସୁନା 🔴 ପୁଣି ରାଜନୀତିକୁ ନେଇ ମନ୍ତବ୍ୟ ଦେଲେ ପାଣ୍ଡିଆନ 🔴 ଆଜି ଆସୁଛନ୍ତି ରାଷ୍ଟ୍ରପତି 🔴 ସମ୍ବଲପୁରରେ ଶୀତଳଷଷ୍ଠୀର ଧୁମ୍ 🔴 ଆସନ୍ତାକାଲି ଓଡିଶା ଆସିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ 🔴 ଅନୁଗୁଳରେ ଡବଲ ଏନକାଉଣ୍ଟର 🔴 ଆସନ୍ତା ୨୨ ତାରିଖ ଯାଏଁ ପ୍ରବଳ ଛେଚିବ 🔴 ୪୦୨ରନ୍ ଭାରତକୁ ବିଜୟ ଦେଇପାରେ 🔴 ପାଠ୍ୟପୁସ୍ତକ ପ୍ରସ୍ତୁତି କର୍ତ୍ତା ଓଡ଼ିଶା ଓ ଓଡ଼ିଆ ବୁଝନ୍ତି ତ? 🔴 ପାଠ୍ୟପୁସ୍ତକ ତ୍ରୁଟି ଉପରେ ମୁଖ୍ୟମନ୍ତ୍ରୀଙ୍କ କଡା ଆଭିମୁଖ୍ୟ , ତଦନ୍ତ ପାଇଁ ଗଠନ ହେଲା ଉଚ୍ଚସ୍ତରୀୟ କମିଟି