Masthead

ଏନଟିପିସି ପ୍ଲାଣ୍ଟରେ ଭୟାବହ ଅଗ୍ନିକାଣ୍ଡ

ତାଳଚେର (ବଡ଼ ଖବର ବ୍ୟୁରୋ): ତାଳଚେର କଣିହାଁ ଏନଟିପିସି ପ୍ଲାଣ୍ଟରେ ଘଟିଛି ଭୟାବହ ଅଗ୍ନିକାଣ୍ଡ । କୋଇଲା ଡିପୋରୁ ପ୍ଲାଣ୍ଟ ଭିତରକୁ ଯାଇଥିବା କନଭେୟର ବେଲ୍ଟରେ ନିଆଁ ଲାଗି ଯାଇଛି। ନିଆଁକୁ ଆୟତ୍ତ କରିବା ପାଇଁ ୨ରୁ ଅଧିକ ଦମକଳ ବାହିନୀ ନିୟୋଜିତ ହୋଇଛନ୍ତି। ସ୍ଥାନୀୟ ଅଞ୍ଚଳରେ ରହୁଥିବା ଲୋକେମାନେ ଭୟଭୀତ ହୋଇପଡ଼ିଛନ୍ତି। ପ୍ଲାଣ୍ଟ ଭିତରେ କେହି ଫଶି ରହିଛନ୍ତି କି ନାହିଁ ତାହା ଜଣାପଡ଼ିନାହିଁ। ଏହାସହ କ୍ଷୟକ୍ଷତିର ଆକଳନ କରାଯାଇପାରିନାହିଁ। ତେବେ ପ୍ଲାଣ୍ଟରେ କିପରି ନିଆଁ ଲାଗିଲା ତାହା ସ୍ପଷ୍ଟ ହୋଇନାହିଁ। ନିଆଁ କିପରି ଚାରିଆଡେ ନ ବ୍ୟାପିବ ସେନେଇ ଅଗ୍ନିଶମ କର୍ମଚାରୀ ଚେଷ୍ଟା ଚଳାଇଛନ୍ତି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ