Masthead

ବିଜେପି ଛାଡ଼ିଲେ ବରିଷ୍ଠ ନେତା ରଘୁନାଥ ମହାନ୍ତି

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ବିଜେପି ଛାଡ଼ିଲେ ବରିଷ୍ଠ ନେତା ରଘୁନାଥ ମହାନ୍ତି । ରାଜ୍ୟ ସଭାପତି ମନମୋହନ ସାମଲଙ୍କ ନିକଟକୁ ପଠାଇଲେ ଇସ୍ତଫା ପତ୍ର । ବସ୍ତା ବିଧାନସଭା କ୍ଷେତ୍ରରୁ ୫ଥର ପ୍ରତିନିଧିତ୍ବ କରିଥିଲେ । ସରକାରୀ ଦଳ ମୁଖ୍ୟ ସଚେତକ ଓ ମନ୍ତ୍ରୀ ଥିଲେ ରଘୁ । ବଧୂ ନିର୍ୟାତନା ମାମଲାରେ ଗିରଫ ହୋଇଥିଲେ ରଘୁ । ଗିରଫ କରାଯିବା ପରେ ରଘୁଙ୍କୁ ବିଜେଡି ନିଲମ୍ବିତ କରିଥିଲା । ପରବର୍ତ୍ତୀ ଅବସ୍ଥାରେ ରଘୁ ବିଜେପିରେ ଯୋଗଦେଇଥିଲେ ।

ତେବେ ୨୦୨୪ ନିର୍ବାଚନ ପୂର୍ବରୁ ରଘୁନାଥ ବିଜେପିକୁ ବାଏ ବାଏ କରିଛନ୍ତି । ତେବେ ଦଳ କାହିଁକି ଛାଡିଲେ ତାହାର କାରଣ ସ୍ପଷ୍ଟ କରିନାହାନ୍ତି । ବିଜେପି ଛାଡିବା ପରେ ରଘୁନାଥ ମହାନ୍ତି ବିଜେଡିରେ ସାମିଲ ହେବା ନେଇ ଚର୍ଚ୍ଚା ଜୋର ଧରିଛି । ପୁୁଣିଥରେ ପୁରୁଣା ଦଳକୁ ରଘୁ ଫେରିପାରନ୍ତି ବୋଲି ଚର୍ଚ୍ଚା ହେଉଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜାଡ଼ରେ ଥରୁଛି ଓଡ଼ିଶା, ୧୦ ଡିଗ୍ରୀ ତଳେ ରାଜ୍ୟର ବିଭିନ୍ନ ସହରର ତାପମାତ୍ରା 🔴 ବରିଷ୍ଠ କଂଗ୍ରେସ ନେତା ଶିବରାଜ ପାଟିଲଙ୍କ ଦେହାନ୍ତ 🔴 ଶୀତରୁ ନିସ୍ତାର ନାହିଁ 🔴 ରାସ୍ତା କଡ଼ରେ ଫିଙ୍ଗିଦେଲେ ସରକାରୀ ଔଷଧ 🔴 ବିଳମ୍ବିତ ରାତିରେ ଅନୁଗୁଳରେ ଗୁଳିମାଡ଼ 🔴 ଭୁବନେଶ୍ୱରରୁ ୮ଟି ବିମାନ ବାତିଲ 🔴 ରାଜ୍ୟରେ ଅସମ୍ଭାଳ ଜାଡ଼ 🔴 ମିଳିଲା ରାଖେଲଗୁଡ଼ା ମହିଳାଙ୍କ କଟାମୁଣ୍ଡ 🔴 ଆନ୍ଦୋଳନରୁ ହଟିଲେ ପ୍ରାଥମିକ ଶିକ୍ଷକ 🔴 ରାଜ୍ୟରେ ଆହୁରି ବଢ଼ିବ ଥଣ୍ଡା 🔴 ଜାଡ଼ରେ ଥରୁଛି ଓଡ଼ିଶା, ୧୦ ଡିଗ୍ରୀ ତଳେ ରାଜ୍ୟର ବିଭିନ୍ନ ସହରର ତାପମାତ୍ରା 🔴 ବରିଷ୍ଠ କଂଗ୍ରେସ ନେତା ଶିବରାଜ ପାଟିଲଙ୍କ ଦେହାନ୍ତ 🔴 ଶୀତରୁ ନିସ୍ତାର ନାହିଁ 🔴 ରାସ୍ତା କଡ଼ରେ ଫିଙ୍ଗିଦେଲେ ସରକାରୀ ଔଷଧ 🔴 ବିଳମ୍ବିତ ରାତିରେ ଅନୁଗୁଳରେ ଗୁଳିମାଡ଼ 🔴 ଭୁବନେଶ୍ୱରରୁ ୮ଟି ବିମାନ ବାତିଲ 🔴 ରାଜ୍ୟରେ ଅସମ୍ଭାଳ ଜାଡ଼ 🔴 ମିଳିଲା ରାଖେଲଗୁଡ଼ା ମହିଳାଙ୍କ କଟାମୁଣ୍ଡ 🔴 ଆନ୍ଦୋଳନରୁ ହଟିଲେ ପ୍ରାଥମିକ ଶିକ୍ଷକ 🔴 ରାଜ୍ୟରେ ଆହୁରି ବଢ଼ିବ ଥଣ୍ଡା