Masthead

ବିଜେପି ଛାଡ଼ିଲେ ଲେଖାଶ୍ରୀ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ବିଜେପି ଛାଡ଼ିଲେ ଲେଖାଶ୍ରୀ ସାମନ୍ତସିଂହାର । ସୋସିଆଲ ମିଡିଆ ଜରିଆରେ ଦେଲେ ସୂଚନା । ପ୍ରାଥମିକ ସଦସ୍ୟ ପଦରୁ ଇସ୍ତଫା ଦେଇଥିବା ଲେଖିଲେ । ବିଜେପିର ଉପସଭାପତି ପଦରେ ଥିଲେ ଲେଖାଶ୍ରୀ । ଲେଖାଶ୍ରୀ ଗତ ୧୦ ବର୍ଷ ଧରି ବିଜେପିରେ ସକ୍ରିୟ ଥିଲେ । ଦଳର ପ୍ରତିଟି କାର୍ଯ୍ୟକୁ ସେ ନିଷ୍ଠାର ସହ ସମ୍ପାଦନ କରିଆସିଛନ୍ତି ।

ଏତେ ଦିନ ଧରି ଦଳ ପାଇଁ କାମ କରିବା ପରେ ବି ଶୀର୍ଷ ନେତୃତ୍ୱର ବିଶ୍ୱାସଭାଜନ ହୋଇପାରିଲେ ନାହିଁ ।ତେଣୁ ବିଜେପି ଛାଡିବାର ନିଷ୍ପତ୍ତି ନେଇଥିବା କହିଛନ୍ତି ଲେଖାଶ୍ରୀ । ବିଜେପିରେ ସବୁଠୁ ଟାଣୁଆ ନେତ୍ରୀ ଥିଲେ ଲେଖାଶ୍ରୀ ସାମନ୍ତସିଂହାର । ତେବେ ହଠାତ୍ ସେ ଦଳ ଛାଡ଼ିବା ଦଳ ପାଇଁ ଏକ ବଡ଼ ଝଟକା ବୋଲି ପାଓ୍ବାର କରିଡରରେ ଚର୍ଚ୍ଚା ହେଉଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଅଗଷ୍ଟ ୩ରୁ ପୁଣି ବର୍ଷା! 🔴 ବନ୍ୟା ପାଣିରୁ ଜୀବନ ବଞ୍ଚାଇବା ପାଇଁ ତାଳ ଗଛରେ କଟିଲା ଦିନ 🔴 ମେଡିକାଲ୍ ପିଜି ପରୀକ୍ଷାରେ ପେପର ଲିକ୍! 🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ଅଗଷ୍ଟ ୩ରୁ ପୁଣି ବର୍ଷା! 🔴 ବନ୍ୟା ପାଣିରୁ ଜୀବନ ବଞ୍ଚାଇବା ପାଇଁ ତାଳ ଗଛରେ କଟିଲା ଦିନ 🔴 ମେଡିକାଲ୍ ପିଜି ପରୀକ୍ଷାରେ ପେପର ଲିକ୍! 🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ