Masthead

ଆଖି ଅପରେସନ ବାହାନାରେ ବୃଦ୍ଧାଙ୍କୁ ଅପହରଣ ଉଦ୍ୟମ

ଏରସମା (ବଡ଼ ଖବର ବ୍ୟୁରୋ): ଆଖି ଅପରେସନ ବାହାନାରେ ବୃଦ୍ଧାଙ୍କୁ ଅପହରଣ ଉଦ୍ୟମ । ଉତ୍ତ୍ୟକ୍ତ ଗ୍ରାମବାସୀଙ୍କ ଦ୍ବାରା ଗାଡ଼ି ଅଟକ। ଏରସମା ଥାନା ନୂଆଡ଼ିହି ପଞ୍ଚାୟତ ନୂଆଡିହି ଗ୍ରାମର ଦେଖିବାକୁ ମିଳିଛି ଏହି ଦୃଶ୍ୟ । ଗ୍ରାମର ବିଦୁଲତା ମାଲିକଙ୍କୁ ସାନଭି ଆଇ ହସପିଟାଲ ତିର୍ତ୍ତୋଲ ପକ୍ଷରୁ ଏକ ଗାଡ଼ିରେ ତାଙ୍କୁ ଆଖି ଅପରେସନ କରାଇବା ବାହାନା ଦେଖାଇ ନେଇଯାଉଥିଲେ । ଠିକ ସମୟରେ ଗ୍ରାମବାସୀମାନେ ଗାଡ଼ିକୁ ଅଟକାଇଥିଲେ ।

ପରେ ପୋଲିସ ହେଲ୍ପଲାଇନ ୧୧୨କୁ କଲ କରିଥିଲେ । ଏରସମା ଥାନା ପୋଲିସ ନୂଆଡିହୀ ଗ୍ରାମରେ ପହଞ୍ଚି ଗାଡ଼ିକୁ ଜବତ କରିବା ସହିତ ଅଭିଯୁକ୍ତଙ୍କୁ ଥାନାକୁ ନେଇଥିବା ଜଣାପଡ଼ିଛି । ସୂଚନାଯୋଗ୍ୟ ସଂପୃକ୍ତ ବୃଦ୍ଧା ଜଣକ ମାନସିକ ଅନଗ୍ରସର ବୋଲି ପରିବାର ଓ ଗ୍ରାମବାସୀଙ୍କ ଠାରୁ ଜାଣିବାକୁ ମିଳିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ