Masthead

ଶଙ୍ଖ ଧରିଲେ ଲେଖାଶ୍ରୀ ସାମନ୍ତସିଂହାର

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ବିଜେଡିରେ ଯୋଗ ଦେଲେ ଲେଖାଶ୍ରୀ ସାମନ୍ତସିଂହାର । ଶଙ୍ଖ ଭବନକୁ ଆସି ବିଜେଡିରେ ମିଶିଲେ ଲେଖାଶ୍ରୀ । କିଛି ସମୟ ପୂର୍ବରୁ ବିଜେପି ଛାଡ଼ିଥିଲେ । ସୋସିଆଲ ମିଡିଆରେ ଇସ୍ତଫା ସୂଚନା ଦେଇଥିଲେ । ବିଜେପିର ଉପସଭାପତି ପଦରେ ଥିଲେ ଲେଖାଶ୍ରୀ । ଲେଖାଶ୍ରୀ ଗତ ୧୦ ବର୍ଷ ଧରି ବିଜେପିରେ ସକ୍ରିୟ ଥିଲେ ।

ଦଳର ପ୍ରତିଟି କାର୍ଯ୍ୟକୁ ସେ ନିଷ୍ଠାର ସହ ସମ୍ପାଦନ କରିଆସିଛନ୍ତି । ଏତେ ଦିନ ଧରି ଦଳ ପାଇଁ କାମ କରିବା ପରେ ବି ଶୀର୍ଷ ନେତୃତ୍ୱର ବିଶ୍ୱାସଭାଜନ ହୋଇପାରିଲେ ନାହିଁ ।ତେଣୁ ବିଜେପି ଛାଡିବାର ନିଷ୍ପତ୍ତି ନେଇଥିବା କହିଛନ୍ତି ଲେଖାଶ୍ରୀ । ବିଜେପିରେ ସବୁଠୁ ଟାଣୁଆ ନେତ୍ରୀ ଥିଲେ ଲେଖାଶ୍ରୀ ସାମନ୍ତସିଂହାର । ତେବେ ହଠାତ୍ ସେ ଦଳ ଛାଡ଼ିବା ଦଳ ପାଇଁ ଏକ ବଡ଼ ଝଟକା ବୋଲି ପାଓ୍ବାର କରିଡରରେ ଚର୍ଚ୍ଚା ହେଉଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଆଇଇଡି ବିସ୍ଫୋରଣରେ ଉଡ଼ିଲା ରେଳ ଟ୍ରାକ୍ 🔴 କଙ୍ଗାରୁ କୋର୍ଟ ପାଇଁ ଜୀବନ ହାରିଲା ପରିବାର 🔴 ଆଜି ଭାରତ-ଇୟୁ ମଧ୍ୟରେ ବଡ଼ ଡ଼ିଲ୍ 🔴 ସାଧାରଣତନ୍ତ୍ର ଦିବସରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ 🔴 ଦେଶ ପାଳୁଛି ୭୭ତମ ସାଧାରଣତନ୍ତ୍ର ଦିବସ 🔴 ଜୀବନ ଯୁଦ୍ଧରେ ହାରିଗଲେ ଅଭିଜିତ ମଜୁମଦାର 🔴 ଆହୁରି ବଢିବ ରାତି ତାପମାତ୍ରା 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ଆଇଇଡି ବିସ୍ଫୋରଣରେ ଉଡ଼ିଲା ରେଳ ଟ୍ରାକ୍ 🔴 କଙ୍ଗାରୁ କୋର୍ଟ ପାଇଁ ଜୀବନ ହାରିଲା ପରିବାର 🔴 ଆଜି ଭାରତ-ଇୟୁ ମଧ୍ୟରେ ବଡ଼ ଡ଼ିଲ୍ 🔴 ସାଧାରଣତନ୍ତ୍ର ଦିବସରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ 🔴 ଦେଶ ପାଳୁଛି ୭୭ତମ ସାଧାରଣତନ୍ତ୍ର ଦିବସ 🔴 ଜୀବନ ଯୁଦ୍ଧରେ ହାରିଗଲେ ଅଭିଜିତ ମଜୁମଦାର 🔴 ଆହୁରି ବଢିବ ରାତି ତାପମାତ୍ରା 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ