Masthead

ପାଚେରୀ ଡେଇଁ କଏଦୀ ଚମ୍ପଟ

କଳାହାଣ୍ଡି (ବଡ଼ ଖବର ବ୍ୟୁରୋ): କଳାହାଣ୍ଡି ଜିଲ୍ଲା ମୁଖ୍ୟ କାରାଗାର ପାଚେରି ଡେଇଁ ଦୁଇ କଏଦୀ ଫେରାର। କଏଦୀଙ୍କ ନାମ ସିକନ୍ଦର ଜାଲ ଓ ନୀଳମଣି ବିଭାର। ଦୁଇ ଜଣ ପୋସ୍କୋ ଏକ୍ଟରେ କାରାଗାରରେ ଥିଲେ। ସକାଳୁ ବଗିଚା କାମ କରୁଥିବା ବେଳେ ପାଚେରୀ ଦେଇ ଚମ୍ପଟ ମାରିଥିଲେ କଏଦୀ। ଭବାନୀପାଟଣା ମୁଖ୍ୟ କାରାଗାରରୁ ଦୁଇ କଏଦୀ ଚମ୍ପଟ ମାରିଛନ୍ତି ।

ଖବର ଅନୁଯାୟୀ, ରବିବାର ସକାଳୁ ବଗିଚା କାମ କରୁଥିଲେ କଏଦୀ । ଏହି ସମୟରେ ସୁଯୋଗ ଦେଖି ଦୁଇ ଜଣ କଏଦୀ ଜେଲର ପାଚେରୀ ଡେଇଁ ଚମ୍ପଟ ମାରିଛନ୍ତି । ଜଣେ ଫେବୃଆରୀରେ ଆସିଥିବା ବେଳେ ଆଉ ଜଣେ ମାର୍ଚ୍ଚରେ ଜେଲକୁ ଆସିଥିଲେ । ତେବେ କଏଦୀ ଫେରାର ହେବା ପରେ ବିଭିନ୍ନ ସ୍ଥାନରେ ପୋଲିସ ପକ୍ଷରୁ ଚଢାଉ ଚାଲିଛି । କଏଦୀଙ୍କୁ ଧରିବା ପାଇଁ ପୋଲିସ ପକ୍ଷରୁ ଉଦ୍ୟମ ଜାରି ରହିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କୁମକୁମ ଭାଗ୍ୟ”ରେ ନିଜ ଚରିତ୍ର ପାଇଁ ଜଣାଶୁଣା ଟିଭି ଅଭିନେତ୍ରୀ ସଞ୍ଚିତା ଉଗାଲେଙ୍କ ମୃତ୍ୟୁ 🔴 ଗଣଶିକ୍ଷା ମନ୍ତ୍ରୀଙ୍କ ବଡ ସୂଚନା,୧୮ରେ ଖୋଲିବ ସ୍କୁଲ 🔴 ଖସିଲା ତେଲ ବଢିଲା ସୁନା ଦର 🔴 ଆମେରିକା-ଇରାନ୍ ଚୁକ୍ତିର ୧୪ ବଡ଼ ସର୍ତ୍ତ 🔴 ୭ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି 🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ନେଇ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 କୁମକୁମ ଭାଗ୍ୟ”ରେ ନିଜ ଚରିତ୍ର ପାଇଁ ଜଣାଶୁଣା ଟିଭି ଅଭିନେତ୍ରୀ ସଞ୍ଚିତା ଉଗାଲେଙ୍କ ମୃତ୍ୟୁ 🔴 ଗଣଶିକ୍ଷା ମନ୍ତ୍ରୀଙ୍କ ବଡ ସୂଚନା,୧୮ରେ ଖୋଲିବ ସ୍କୁଲ 🔴 ଖସିଲା ତେଲ ବଢିଲା ସୁନା ଦର 🔴 ଆମେରିକା-ଇରାନ୍ ଚୁକ୍ତିର ୧୪ ବଡ଼ ସର୍ତ୍ତ 🔴 ୭ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି 🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ନେଇ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା ।