Masthead

ରାହୁଲଙ୍କ ଭଳି ଅନେକ ଲୋକ ଆସିଛନ୍ତି ଏବଂ ଅନେକ ଲୋକ ଯାଇଛନ୍ତି: ସ୍ମୃତି ଇରାନି

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ରାହୁଲ ଗାନ୍ଧୀଙ୍କୁ କଡ଼ା ସମାଲୋଚନା କରିଛନ୍ତି କେନ୍ଦ୍ର ମହିଳା ଓ ଶିଶୁ ବିକାଶ ମନ୍ତ୍ରୀ ତଥା ବରିଷ୍ଠ ଭାରତୀୟ ଜନତା ପାର୍ଟି ନେତ୍ରୀ ସ୍ମୃତି ଇରାନୀ । ତାମିଲନାଡୁର ଚେନ୍ନାଇରେ ରାହୁଲ ଗାନ୍ଧୀଙ୍କୁ ସମାଲୋଚନା କରିଛନ୍ତି। ସେ କହିଛନ୍ତି, ତାଙ୍କ ଭଳି ଲୋକମାନେ ଆସିଛନ୍ତି, ଯାଇଛନ୍ତି। କିନ୍ତୁ ‘ହିନ୍ଦୁସ୍ତାନ’ ଅଛି, ଥିଲା ଏବଂ ରହିବ।’

ଯଦି ମୋର ସ୍ବର ରାହୁଲଙ୍କ ପାଖରେ ପହଞ୍ଚେ ତେବେ ମୁଁ ତାଙ୍କୁ କହିବାକୁ ଚାହେଁ ଯେ ତୁମ ଭଳି ଅନେକ ଲୋକ ଆସିଛନ୍ତି ଏବଂ ଅନେକ ଲୋକ ଯାଇଛନ୍ତି; ଭାରତ ଅଛି, ଥିଲା ଏବଂ ରହିବ। ରାହୁଲଙ୍କ ପାରିବାରିକ ଦୁର୍ଗ ଆମେଠିରୁ ସ୍ମୃତି ରାହୁଲଙ୍କୁ ପରାସ୍ତ କରିଥିଲେ। ଏଥି ସହିତ ସେ କହିଛନ୍ତି, କଂଗ୍ରେସ ଏମ୍‌ପି ଏଥର ମଧ୍ୟ ଓ୍ବୟାନାଡ ଆସନରୁ ନିର୍ବାଚନ ହାରିଯିବେ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା