Masthead

ଆସନ୍ତା ୨ ଦିନ ବର୍ଷିବ !

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ):  ତାତିରୁ ମିଳିଲା ତ୍ରାହି । ୬ ଜିଲ୍ଲାକୁ ସତର୍କ କଲା ପାଣିପାଗ କେନ୍ଦ୍ର । ଆସନ୍ତା ୨ ଦିନ ରାଜ୍ୟରେ କିଛି ସ୍ଥାନରେ ବର୍ଷା ସମ୍ଭାବନା । ସ୍ପଳ୍ପରୁ ମଧ୍ୟମ ଧରଣର ବର୍ଷା ନେଇ ପୂର୍ବାନୁମାନ । ଆଞ୍ଚଳିକ ପାଣିପାଗ କେନ୍ଦ୍ର ନିର୍ଦ୍ଦେଶିକା ମନୋରମା ମହାନ୍ତିଙ୍କ ସୂଚନା । ଘଡ଼ଘଡ଼ି ସହ ବର୍ଷା ଓ ହାଲକା ପବନ ବହିବା ନେଇ ସୂଚନା ।

କାଲି ବର୍ଷାର ପରିମାଣ ବଢ଼ିବା ସମ୍ଭାବନା କହିଲେ ନିର୍ଦ୍ଦେଶିକା । ୟେଲୋ ୱାର୍ଣ୍ଣିଂ ଜାରି ହୋଇଥିବା ଏହି ୬ ଜିଲ୍ଲା ଗୁଡ଼ିକ ମଧ୍ୟରେ କୋରାପୁଟ, ରାୟଗଡ଼ା, କନ୍ଧମାଳ, କଟକ, ଗଞ୍ଜାମ ଏବଂ ନୟାଗଡ଼ ରହିଛି । ଆଗାମୀ ୩ ଘଣ୍ଟା ମଧ୍ୟରେ ଏହିସବୁ ଜିଲ୍ଲା ଗୁଡ଼ିକରେ ବର୍ଷା ସହ ବଜ୍ରପାତ ବିପଦ ଥିବା ପୂର୍ବାନୁମାନ କରାଯାଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା