Masthead

ଓଲଟିଲା ବରଯାତ୍ରୀ ଗାଡି, ୧୫ରୁ ଅଧିକ ଆହତ

ବଣାଇ (ବଡ଼ ଖବର ବ୍ୟୁରୋ): ବରଯାତ୍ରୀ ପିକଅପ ଭ୍ୟାନ ଓଲଟି ୧୫ରୁ ଅଧିକ ଆହତ । ଦୁଇ ଗୁରୁତର । ସୁନ୍ଦରଗଡ଼ ଜିଲ୍ଲା ଟୀକାୟତ ପାଲି ଥାନା କୁଲୁକୁତା ଘାଟିରେ ବରଯାତ୍ରୀ ପିକପ ଭ୍ୟାନ ଓଲଟି ପଡିବାରୁ ପ୍ରାୟ୧୫ରୁ ଅଧିକ ଆହତ ହୋଇଥିବାବେଳେ ଦୁଇ ଜଣ ଗୁରୁତର ହୋଇଛନ୍ତି ।

ଗୁରୁତରଙ୍କୁ ରାଉରକେଲା ସ୍ଥାନତାରିତ କରାଯାଇଛି । ଅନ୍ୟମାନେ ବଣାଇ ଡାକ୍ତରଖାନାରେ ଭର୍ତ୍ତି ହୋଇଛନ୍ତି । ଜଣ୍ଡାରୁ ସରାଗଡ଼ିହି ଏକ ବାହାଘରକୁ ଯାଉଥିବା ବେଳେ ଏଭଳି ଦୁର୍ଘଟଣା ଘଟିଛି । ଟୀକାୟତ ପାଲି ପୋଲିସ ଘଟଣାସ୍ଥଳରେ ପହଂଚି ତଦନ୍ତ ଆରମ୍ଭ କରିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ 🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ