Masthead

ବ୍ଲକ ସଭାପତି ପଦରୁ ଆଶିଷ ପାତ୍ରଙ୍କ ଇସ୍ତଫା

ଜଳେଶ୍ୱର (ବଡ଼ ଖବର ବ୍ୟୁରୋ): ଭୋଗରାଇ ବ୍ଲକ ସଭାପତି ପଦରୁ ଆଶିଷ ପାତ୍ରଙ୍କ ଇସ୍ତଫା । ପିସିସି ସଭାପତିଙ୍କୁ ପଠାଇଲେ ଇସ୍ତଫା ପତ୍ର । ୩୪ ବର୍ଷ ଧରି କଂଗ୍ରେସରେ ଥିଲେ ଆଶିଷ । ଖୁବଶୀଘ୍ର ଦଳରୁ ଇସ୍ତଫା ଦେବା ନେଇ ଚର୍ଚ୍ଚା ।

ଦୀର୍ଘ ଦିନରୁ ଆଶାୟୀ ଥିଲେ ଆଶିଷ । ୧୦ ବର୍ଷ ସଭାପତି ଭାବେ ସଂଗଠନରେ କରୁଥିଲେ । ୬ ଥର ସରପଞ୍ଚ ଦାୟିତ୍ୱ ତୁଲାଇ ଥିଲେ ଉଭୟ ସ୍ୱାମୀ-ସ୍ତ୍ରୀ । ଦଳରୁ ମଧ୍ୟ ଇସ୍ତଫା ଦେବା ନେଇ ନିର୍ବାଚନ ମଣ୍ଡଳୀରେ ଚର୍ଚ୍ଚା । ହାତ ଛାଡି ଆଶିଷ ପଦ୍ମ ଧରି ପାରନ୍ତି ବୋଲି ଚର୍ଚ୍ଚା ହେଉଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ୩୦ରେ ବିଧାନସଭା ସ୍ୱତନ୍ତ୍ର ଅଧିବେଶନ 🔴 ଆପ ଛାଡିଲେ ରାଘବ ଚଡ୍ଡା 🔴 ଆଜି ଉପକୂଳରେ ୪୫ ଡିଗ୍ରି ଟପିପାରେ ପାରଦ 🔴 ବଲାଙ୍ଗିର ଯିବେ ମୁଖ୍ୟମନ୍ତ୍ରୀ 🔴 ପ୍ରେମିକ ସାଜିଲା ସଇତାନ 🔴 ପ୍ଲଟ୍‌ ବ୍ୟବସାୟୀଙ୍କ ହତ୍ୟା ଘଟଣା, ମାଷ୍ଟରମାଇଣ୍ଡ ପୁତୁରା ଓ ଝିଆରୀ 🔴 ଶୁକ୍ରବାର ଆଲୋଚନା ହେବାର ସମ୍ଭାବନା: ଟ୍ରମ୍ପ 🔴 ରେକର୍ଡ ଭାଙ୍ଗିଲା ତାତି, ୨୫ ସ୍ଥାନରେ ତାମପାତ୍ରା ୪୦ ଡିଗ୍ରି 🔴 ପଶ୍ଚିମବଙ୍ଗ-ତାମିଲନାଡୁରେ ଭୋଟ୍ 🔴 ଜନଗଣନା ବେଳେ ଅଧିକାରୀଙ୍କୁ ନିସ୍ତୁକ ମାଡ଼ 🔴 ୩୦ରେ ବିଧାନସଭା ସ୍ୱତନ୍ତ୍ର ଅଧିବେଶନ 🔴 ଆପ ଛାଡିଲେ ରାଘବ ଚଡ୍ଡା 🔴 ଆଜି ଉପକୂଳରେ ୪୫ ଡିଗ୍ରି ଟପିପାରେ ପାରଦ 🔴 ବଲାଙ୍ଗିର ଯିବେ ମୁଖ୍ୟମନ୍ତ୍ରୀ 🔴 ପ୍ରେମିକ ସାଜିଲା ସଇତାନ 🔴 ପ୍ଲଟ୍‌ ବ୍ୟବସାୟୀଙ୍କ ହତ୍ୟା ଘଟଣା, ମାଷ୍ଟରମାଇଣ୍ଡ ପୁତୁରା ଓ ଝିଆରୀ 🔴 ଶୁକ୍ରବାର ଆଲୋଚନା ହେବାର ସମ୍ଭାବନା: ଟ୍ରମ୍ପ 🔴 ରେକର୍ଡ ଭାଙ୍ଗିଲା ତାତି, ୨୫ ସ୍ଥାନରେ ତାମପାତ୍ରା ୪୦ ଡିଗ୍ରି 🔴 ପଶ୍ଚିମବଙ୍ଗ-ତାମିଲନାଡୁରେ ଭୋଟ୍ 🔴 ଜନଗଣନା ବେଳେ ଅଧିକାରୀଙ୍କୁ ନିସ୍ତୁକ ମାଡ଼