Masthead

୨୨ ଘଣ୍ଟା ପରେ ଧରାପଡ଼ିଲା ଫେରାର କଏଦୀ, ଏବେ ବି ଜଣେ ନିଖୋଜ

କଳାହାଣ୍ଡି(ବଡ଼ ଖବର ବ୍ୟୁରୋ): କଳାହାଣ୍ଡି ଜିଲ୍ଲା କାରାଗାରରୁ ଦୁଇ କଏଦୀ ଫେରାର ହେବା ଘଟଣା । ୨୨ ଘଣ୍ଟା ପରେ ଧରାପଡ଼ିଲା ଜଣେ କଏଦୀ । ଧର୍ମଗଡ଼ରୁ କଏଦୀ ସିକନ୍ଦର ଜାଲଙ୍କୁ ତାଙ୍କ ନିଜ ଗାଁ ରୁ ଧରି ଟାଉନଥାନା ପୋଲିସ ଜିମାରେ ଦେଇଛନ୍ତି ଜେଲ କର୍ତ୍ତୃପକ୍ଷ । କଳାହାଣ୍ଡି ଜିଲ୍ଲା ମୁଖ୍ୟ କାରାଗାର ପାଚେରି ଡେଇଁ ଦୁଇ କଏଦୀ ଫେରାର ହୋଇଯାଇଥିଲେ । ଦୁଇ ଜଣ ପୋସ୍କୋ ଏକ୍ଟରେ କାରାଗାରରେ ଥିଲେ। ଖବର ଅନୁଯାୟୀ, ରବିବାର ସକାଳୁ ବଗିଚା କାମ କରୁଥିଲେ କଏଦୀ ।

ଏହି ସମୟରେ ସୁଯୋଗ ଦେଖି ଦୁଇ ଜଣ କଏଦୀ ଜେଲର ପାଚେରୀ ଡେଇଁ ଚମ୍ପଟ ମାରିଛନ୍ତି । ଜଣେ ଫେବୃଆରୀରେ ଆସିଥିବା ବେଳେ ଆଉ ଜଣେ ମାର୍ଚ୍ଚରେ ଜେଲକୁ ଆସିଥିଲେ । ତେବେ କଏଦୀ ଫେରାର ହେବା ପରେ ବିଭିନ୍ନ ସ୍ଥାନରେ ପୋଲିସ ପକ୍ଷରୁ ଚଢାଉ ଜାରି ରଖିଥିଲା । । ଏବେ ଜଣଙ୍କୁ ଧରିଥିବାବେଳେ ଅନ୍ୟ ଜଣେ କଏଦୀଙ୍କ ପତ୍ତା ମିଳି ନାହିଁ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା