Masthead

୬ ମାଓବାଦୀ ଗିରଫ ସହ ବିପୁଳ ବିସ୍ଫୋରକ ଜବତ

ମାଲକାନଗିରି(ବଡ଼ ଖବର ବ୍ୟୁରୋ): ପୋଲିସକୁ ବଡ଼ ସଫଳତା । ମାଲକାନଗିରି ଛତିଶଗଡ଼ ସୀମାନ୍ତ ସୁକମା ଜିଲ୍ଳାରେ ୬ ମାଓବାଦୀ ଗିରଫ । ତେବେ ଗିରଫ ମାଓବାଦୀଙ୍କ ଠାରୁ ବିପୁଳ ପରିମାଣର ବିସ୍ପୋରକ ସାମଗ୍ରୀ ଜବତ ହୋଇଛି । ପୋଲିସ ଓ ସିଆପିଏଫ କୋବ୍ରା ବାହିନୀଙ୍କ ମିଳିତ କମ୍ବିଂ ଅପରେସନ ବେଳେ ଧରାପଡିଲେ ୬ ହାର୍ଡକୋର ମାଓବାଦୀ । ୧୯ଟି ବିଜିଏମ, ଦୁଇଟି ଅଫୁଟା ଲେଣ୍ଡମାଇନ ଓ ୮ ଟି ଜିଲୋଟିନ ଷ୍ଟିକ୍ ବୋମା ସହ ଜିଲଟିନ ଜବତ ହୋଇଥିବା ସୂଚନା ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି 🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି