Masthead

ସ୍କୁଲ ଗେଟରେ ତାଲା ପକାଇଲେ ଅଭିଭାବକ ଓ ଛାତ୍ରଛାତ୍ରୀ

ଜଳେଶ୍ୱର (ବଡ଼ ଖବର ବ୍ୟୁରୋ): ବିଦ୍ୟାଳୟକୁ ବନ୍ଦ କରିବାକୁ ନେଇ ସ୍କୁଲ ଫାଟକରେ ତାଲା ପକାଇଲେ ଅଭିଭାବକ ଓ ଛାତ୍ର । ଏଭଳି ଦୃଶ୍ୟ ଦେଖିବାକୁ ମିଳିଛି ବାଲେଶ୍ୱର ଜିଲ୍ଲା ଜଳେଶ୍ୱରରେ । ସୂଚନା ଅନୁସାରେ ସରକାର ବିଦ୍ୟାଳୟକୁ ବନ୍ଦ କରିବାକୁ ନେଇ ଉତ୍ତ୍ୟକ୍ତ ହୋଇଥିଲେ ଗ୍ରାମବାସୀ, ଅଭିଭାବକ ଓ ଛାତ୍ରଛାତ୍ରୀ ।

ଯାହାକୁ ବିରୋଧ କରି କଣ୍ଟାବଣି ନେତ୍ରମୋହନ ଉପ୍ରା ବିଦ୍ୟାଳୟ ଫାଟକରେ ତାଲା ପକାଇଲେ ଅଭିଭାବକ ଓ ଛାତ୍ରଛାତ୍ରୀ । ଘଟଣାସ୍ଥଳରେ ଚାପା ଉତେଜନା ଦେଖାଦେଇଛି । ଘଟଣା ସ୍ଥଳରେ ଏବିଓ ପହଂଚି ବୁଝାସୁଝା କରୁଥବାବେଳେ ବିଦ୍ୟାଳୟ ନଖୋଲିଲେ ଅନିର୍ଦ୍ଦିଷ୍ଟ ପାଇଁ ଆନ୍ଦୋଳନର ଚେତାବନୀ ଦେଇଛନ୍ତି ଅଭିଭାବକ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ