Masthead

ଦଳ ଛାଡ଼ିଲେ ନାରାୟଣ ଲୁହା

ସୁବର୍ଣ୍ଣପୁର (ବଡ଼ ଖବର ବ୍ୟୁରୋ): ବୀରମହାରାଜପୁର ବିଜେଡିରେ ପୁଣି ଗୋଷ୍ଠୀ କନ୍ଦଳ ଦେଖିବାକୁ ମିଳିଛି। ବିଜେଡିକୁ ପୁଣି ଲାଗିଛି ଆଉ ଏକ ଝଟ୍‌କା । ଦଳ ଛାଡ଼ିଲେ ଏକାଧିକ ନେତା ଓ କର୍ମୀ। ଆଜି ବିଜେଡି ଛାଡ଼ିଛନ୍ତି ଯୁବ ନେତା ନାରାୟଣ ଲୁହା। ସୁବର୍ଣ୍ଣପୁର ବୀରମହାରାଜପୁରର ଯୁବ ବିଜେଡି ସଭାପତି ଥିଲେ ନାରାୟଣ। ତାଙ୍କ ପତ୍ନୀ ବୀରମହାରାଜପୁର ବ୍ଲକ ଅଧ୍ୟକ୍ଷା ଶାନ୍ତି ଲୁହାଙ୍କ ସମେତ ବହୁ ସରପଞ୍ଚ, ସମିତି ସଭ୍ୟ, ପୂର୍ବତନ ସରପଞ୍ଚ, ସମିତି ସଭ୍ୟ ଏବଂ ବିଜେଡି କର୍ମକର୍ତ୍ତା ବିଜେଡିରୁ ସାମୁହିକ ଇସ୍ତଫା ଦେଇଛନ୍ତି। ନାରାୟଣ ଲୁହା ବୀରମହାରାଜପୁର ନିର୍ବାଚନ ମଣ୍ଡଳୀ ପାଇଁ ବିଜେଡି ଟିକେଟ୍ ଆଶାୟୀ ଥିଲେ। ତେବେ ବିଜେଡି ପୁଣି ଥରେ ଏଠାରୁ ବିଧାୟକ ପଦ୍ମନାଭ ବେହେରାଙ୍କୁ ପ୍ରାର୍ଥୀ କଲା ପରେ ଅସନ୍ତୋଷ ଦେଖାଦେଇଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ୩୦ରେ ବିଧାନସଭା ସ୍ୱତନ୍ତ୍ର ଅଧିବେଶନ 🔴 ଆପ ଛାଡିଲେ ରାଘବ ଚଡ୍ଡା 🔴 ଆଜି ଉପକୂଳରେ ୪୫ ଡିଗ୍ରି ଟପିପାରେ ପାରଦ 🔴 ବଲାଙ୍ଗିର ଯିବେ ମୁଖ୍ୟମନ୍ତ୍ରୀ 🔴 ପ୍ରେମିକ ସାଜିଲା ସଇତାନ 🔴 ପ୍ଲଟ୍‌ ବ୍ୟବସାୟୀଙ୍କ ହତ୍ୟା ଘଟଣା, ମାଷ୍ଟରମାଇଣ୍ଡ ପୁତୁରା ଓ ଝିଆରୀ 🔴 ଶୁକ୍ରବାର ଆଲୋଚନା ହେବାର ସମ୍ଭାବନା: ଟ୍ରମ୍ପ 🔴 ରେକର୍ଡ ଭାଙ୍ଗିଲା ତାତି, ୨୫ ସ୍ଥାନରେ ତାମପାତ୍ରା ୪୦ ଡିଗ୍ରି 🔴 ପଶ୍ଚିମବଙ୍ଗ-ତାମିଲନାଡୁରେ ଭୋଟ୍ 🔴 ଜନଗଣନା ବେଳେ ଅଧିକାରୀଙ୍କୁ ନିସ୍ତୁକ ମାଡ଼ 🔴 ୩୦ରେ ବିଧାନସଭା ସ୍ୱତନ୍ତ୍ର ଅଧିବେଶନ 🔴 ଆପ ଛାଡିଲେ ରାଘବ ଚଡ୍ଡା 🔴 ଆଜି ଉପକୂଳରେ ୪୫ ଡିଗ୍ରି ଟପିପାରେ ପାରଦ 🔴 ବଲାଙ୍ଗିର ଯିବେ ମୁଖ୍ୟମନ୍ତ୍ରୀ 🔴 ପ୍ରେମିକ ସାଜିଲା ସଇତାନ 🔴 ପ୍ଲଟ୍‌ ବ୍ୟବସାୟୀଙ୍କ ହତ୍ୟା ଘଟଣା, ମାଷ୍ଟରମାଇଣ୍ଡ ପୁତୁରା ଓ ଝିଆରୀ 🔴 ଶୁକ୍ରବାର ଆଲୋଚନା ହେବାର ସମ୍ଭାବନା: ଟ୍ରମ୍ପ 🔴 ରେକର୍ଡ ଭାଙ୍ଗିଲା ତାତି, ୨୫ ସ୍ଥାନରେ ତାମପାତ୍ରା ୪୦ ଡିଗ୍ରି 🔴 ପଶ୍ଚିମବଙ୍ଗ-ତାମିଲନାଡୁରେ ଭୋଟ୍ 🔴 ଜନଗଣନା ବେଳେ ଅଧିକାରୀଙ୍କୁ ନିସ୍ତୁକ ମାଡ଼