Masthead

ବିଜେଡି ଛାଡ଼ିଲେ ହିମାଂଶୁ ମହାନ୍ତି

ସାଲେପୁର (ବଡ଼ ଖବର ବ୍ୟୁରୋ): ବିଜେଡି ଛାଡ଼ିଲେ ସାଲେପୁରର ହିମାଂଶୁ ମହାନ୍ତି । ଦଳରେ ଅଣଦେଖା କରାଯାଉଥିବା ଅଭିଯୋଗ କରି ପ୍ରାଥମିକ ସଦସ୍ୟତାରୁ ଇସ୍ତଫା ଦେଇଛନ୍ତି ହିମାଂଶୁ । ଦଳର ସଭାପତି ନବୀନ ପଟ୍ଟନାୟକଙ୍କୁ ଇସ୍ତଫାପତ୍ର ପଠାଇବା ସହ, ସେ ଏହାକୁ ସୋସିଆଲ ମିଡିଆରେ ମଧ୍ୟ ପୋଷ୍ଟ କରିଛନ୍ତି ।

ତେବେ ଆଗାମୀ ଦିନରେ ସେ ଅନ୍ୟ କୌଣସି ଦଳରେ ଯୋଗ ଦେଉଛନ୍ତି କି ନାହିଁ ତାହା ସ୍ପଷ୍ଟ କରିନାହାନ୍ତି । ଚର୍ଚ୍ଚା ହେଉଛି ଯେ, ସାଲେପୁର ବିଧାନସଭା ଆସନ ପାଇଁ ବିଜେଡି ବିଧାୟକ ପ୍ରଶାନ୍ତ ବେହେରାଙ୍କୁ ପୁଣିଥରେ ରିପିଟ୍ କରିଥିବା ବେଳେ, ଏହାକୁ ନେଇ ଅସନ୍ତୁଷ୍ଟ ଥିଲେ ହିମାଂଶୁ। ସେ ସେଠାରେ ନିଜେ ଟିକେଟ୍ ପାଇଁ ଅନ୍ୟତମ ଆଶାୟୀ ଥିଲେ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର